ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ପଡ଼ିବ ଭିତ୍ତିପ୍ରସ୍ତର
ଭୁବନେଶ୍ୱର: ଆଜି ନୂଆ ଲୋକ ସେବା ଭବନ ନିର୍ମାଣ ପାଇଁ ଭିତ୍ତି ପ୍ରସ୍ଥର ସ୍ଥାପନ କରିବେ ମୁଖ୍ୟ ମନ୍ତ୍ରୀ। ଗୋଟିଏ ସ୍ଥାନରେ ରହିବ ଲୋକ ସେବା ଭବନ ଏବଂ ନୂଆ ବିଧାନସଭା। ୩ ହଜାର୬୨୩ କୋଟି ଖର୍ଚ୍ଚ କରିବେ ସରକାର । ୭୧.୧୩ ଏକର ଜମିରେ ନିର୍ମାଣ ହେବ ନୂଆ ଲୋକସେବା ଭବନ ଏବଂ ବିଧାନସଭା । ଏନେଇ…