ଖରିଫ ଋତୁ ପାଇଁ ୭ ଲକ୍ଷରୁ ଅଧିକ ଚାଷୀଙ୍କ ପଞ୍ଜୀକରଣ: ମନ୍ତ୍ରୀ
ଭୁବନେଶ୍ୱର: ଖରିଫ ଋତୁ ପାଇଁ ୭ ଲକ୍ଷରୁ ଅଧିକ ଚାଷୀ ପଞ୍ଜୀକରଣ କରିସାରିଲେଣି । ଏନେଇ ସୂଚନା ଦେଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ଆହୁରି କହିଛନ୍ତି, ଏହି ପ୍ରକ୍ରିୟାକୁ ସରଳ କରାଯାଇଛି । କୌଣସି ପ୍ରକାରର ବାଧା ନାହିଁ । କାଲି ଗୋଟିଏ ଦିନରେ ୧ ଲକ୍ଷ ୨୦ ହଜାର ଚାଷୀ…