ପ୍ରସୂତୀଙ୍କୁ ନେବା ବେଳେ ଆମ୍ବୁଲାନ୍ସରେ ଫାଟିଲା ଅକ୍ସିଜେନ୍ ସିଲିଣ୍ଡର
ଟିଟିଲାଗଡ଼: ପ୍ରସୂତୀଙ୍କୁ ନେବା ବେଳେ ଫାଟିଲା ଅକ୍ସିଜେନ୍ ସିଲିଣ୍ଡର। ଏମସିଏଚ ପରିସରରେ ଆମ୍ବୁଲାନ୍ସରେ ଅକ୍ସିଜେନ୍ ସିଲିଣ୍ଡର ବିସ୍ଫୋରଣ। ୨ ଯାଆଁଳା ଶିଶୁ ସହ ମା’ ସୁରକ୍ଷିତ ଥିବା ବେଳେ ୨ ସମ୍ପର୍କୀୟ ଗୁରୁତର ହୋଇଛନ୍ତି। ଗୁରୁତର ୨ ଜଣଙ୍କୁ ଟିଟିଲାଗଡ଼ ଉପଖଣ୍ଡ ମେଡ଼ିକାଲରେ ଭର୍ତ୍ତି…