ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲା; ପୁଣି ତଦନ୍ତ ପାଇଁ ଦାବି କଲେ ବିଧାୟକ
ଭୁବନେଶ୍ୱର: ଗଜପତି ଜିଲ୍ଲାର ବହୁ ଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ରଙ୍କ ରହସ୍ୟମୟ ମୃତ୍ୟୁ ମାମଲାର ସାନି ତଦନ୍ତ ଦାବି କରିଛନ୍ତି ଓଡ଼ିଶା ବିଧାୟକ ପଦ୍ମଲୋଚନ ପଣ୍ଡା।
ବିଧାନସଭାରେ ଶୂନ୍ୟ କାଳରେ ଏହି ପ୍ରସଙ୍ଗ ଉଠାଇ ସିମୁଳିଆର ବିଜେପି ବିଧାୟକ କହିଛନ୍ତି ଯେ ସୌମ୍ୟରଞ୍ଜନଙ୍କ…