ଗୁଜୁରାଟର ବାଣ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ; ୧୮ ଜୀବନ୍ତ ଦଗ୍ଧ
ଅହମ୍ମଦାବାଦ: ଗୁଜୁରାଟର ବନାସକାଣ୍ଠା ଜିଲ୍ଲାରେ ଏକ ବାଣ କାରଖାନାରେ ଏକ ବିସ୍ଫୋରଣ ଘଟି ୧୮ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ପାଞ୍ଚ ଜଣ ଗୁରୁତର ଆହତ ମଧ୍ୟ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ପୋଲିସର ସୂଚନା ଅନୁଯାୟୀ,…