ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ
ଭୁବନେଶ୍ବର: ଉତ୍କଳ ବିଶ୍ୱବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଧୁସୂଦନ ହଷ୍ଟେଲରେ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି । ମୃତ ଛାତ୍ର ଜଣକ ଫିଲୋସଫି ବିଭାଗର ଦ୍ୱିତୀୟ ବର୍ଷର ଛାତ୍ର ତାପସ ରଞ୍ଜନ ନାୟକ ବୋଲି ଜଣାପଡିଛି ।
ତେବେ ଛାତ୍ରଙ୍କର କେମିତି ମୃତ୍ୟୁ ହେଲା ତାର…