୨୦୨୪-୨୫ ବର୍ଷରେ ଅଧାରୁ ସ୍କୁଲ ଛାଡ଼ିଛନ୍ତି ୯୬୪୧ ଛାତ୍ରଛାତ୍ରୀ
ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସ୍କୁଲଗୁଡ଼ିକରେ ୨୦୨୪-୨୫ ମସିହାରେ ୯୬୪୧ ଛାତ୍ରଛାତ୍ରୀ ଅଧାରୁ ପାଠ(ଡ୍ରପଆଉଟ) ଛାଡ଼ିଛନ୍ତି । ବିଧାନସଭାରେ ବ୍ରହ୍ମଗିରି ବିଧାୟିକା ଉପାସନା ମହାପାତ୍ରଙ୍କ ପ୍ରଶ୍ନରେ ଏହି ତଥ୍ୟ ରଖିଛନ୍ତି ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ…