Latest Odisha News

BREAKING NEWS

ବଡ ଧରଣର ବିମାନ ଦୁର୍ଘଟଣା, ୪୬ ମୃତ

ନୂଆଦିଲ୍ଲୀ: ସୁଦାନର ଓମଡୁରମାନ ସହରରେ ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ପାଖାପାଖି ୪୬ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକଙ୍କ ମଧ୍ୟରେ ସାମରିକ କର୍ମଚାରୀ ଏବଂ ସାଧାରଣ ନାଗରିକ ଉଭୟ ରହିଛନ୍ତି । ଏନେଇ ସେନା ଏବଂ ସ୍ୱାସ୍ଥ୍ୟ ଅଧିକାରୀ ମାନେ ସୂଚନା…

ପୁଣି ଅଘଟଣ, ବିଦ୍ୟୁତ ତାର ସଂସ୍ପର୍ଶ ଆସି ଗଲା ଦନ୍ତାର ଜୀବନ

ଆଠଗଡ଼: ପୁଣି ବିଦ୍ୟୁତ ତାର ସଂସ୍ପର୍ଷରେ ଆସି ଗଲା ଦନ୍ତା ଜୀବନ। କଟକ ଜିଲ୍ଲା ଆଠଗଡ଼ ବନଖଣ୍ଡରେ ଏକ ହାତୀର ମୃତ୍ୟୁ ହୋଇଛି। ଆଠଗଡ଼ ରେଞ୍ଜ କୁଲାଇଲୋ କ୍ରସର ପଡ଼ିଆରେ ହାତୀଟି ମରି ପଡିଥିବା ଦେଖିବାକୁ ମିଳିଛି। ବିଦ୍ୟୁତ୍ ସଂସ୍ପର୍ଶରେ ଆସି ହାତୀଟି ମୃତ୍ୟୁ ବରଣ କରିଥିବା ସନ୍ଦେହ କରାଯାଉଛି।…

ଭୂକମ୍ପ ଝଟକାରେ ଥରିଲା ଆସାମ, ଭୟଭୀତ ଲୋକେ

ନୂଆଦିଲ୍ଲୀ: ଭୂକମ୍ପ ଝଟକାରେ ଥରିଲା ଆସାମ। ଆଜି ସକାଳୁ ସକାଳୁ ଆସାମର ମୋରିଗାଓଁ ଜିଲ୍ଲାରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୦ ରେକର୍ଡ କରାଯାଇଛି। ଏହି ଭୂକମ୍ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି କରିଛି। ଗତ ଗୋଟିଏ ମାସରେ ୨୦ ଥରରୁ ଅଧିକ ଥର…

୨ ଦିନିଆ ଗସ୍ତରେ ଓଡ଼ିଶା ଆସୁଛନ୍ତି ଜେପି ନଡ୍ଡା

ଭୁବନେଶ୍ୱର: ଗୁରୁବାର ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତପ୍ରକାଶ ନଡ୍ଡା। ସଂଧ୍ୟା ୭ଟା ୫୫ରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ। ବିମାନବନ୍ଦରରୁ ସିଧା ପୁରୀ ଯାଇ ସେଠାରେ ରାତ୍ରୀ ଯାପନ କରିବେ। ନଡ୍ଡାଙ୍କ ଗସ୍ତକୁ ନେଇ…

ଆଗକୁ ଭୟାନକ ଗ୍ରୀଷ୍ମ ପ୍ରବାହ, ୨୮ରୁ ବୃଦ୍ଧି ପାଇବ ରାତି ତାପମାତ୍ରା

ଭୁବନେଶ୍ୱର: ବର୍ଷର ୮ ମାସ ଗରମ ପ୍ରକୋପ ଯାଉନି। ଶୀତରେ ଛାଡ଼ୁନି ତାତି। ଆଗକୁ ସ୍ଥିତି ସାଂଘାତିକ ରୂପ ନେବ। ସବୁ ପ୍ରୟାସ ସତ୍ତେ୍ୱ ବିଶ୍ୱର ହାରାହାରି ତାପମାତ୍ରା ଦେଢ଼ ଡିଗ୍ରୀ ବଢ଼ି ସାରିଛି। ପଶ୍ଚିମାଝଡ଼ ପ୍ରଭାବରେ ସପ୍ତା‌ହେ ହେଲା ସାରା ରାଜ୍ୟରେ ଦିନ ତାପମାତ୍ରା ହ୍ରାସ ପାଇଥିଲା। ରାତି…

ଏପରି କରନ୍ତୁ ଥାଇରଏଡ୍ ନିୟନ୍ତ୍ରଣ..

ଭୁବନେଶ୍ବର: ଆଜିକାଲି ପ୍ରାୟ ଲୋକଙ୍କ ଠାରେ ଥାଇରଏଡ୍ ସମସ୍ୟା ଦେଖାଯାଉଛି । ଥାଇରଏଡ୍ ସମସ୍ୟା ଥିଲେ ଶରୀରରେ ହରମୋନ ଶକ୍ତି କମ୍ ବେଶୀ ହେବା ସହ ଓଜନରେ ମଧ୍ୟ ସମସ୍ୟା ଦେଖାଯାଏ । ଏଥିସହ ଥାଇରଏଡ୍ ସ୍ମରଣ ଶକ୍ତିକୁ ଦୁର୍ବଳ କରିଦିଏ । ଥାଇରଏଡ୍ ରୋଗୀଙ୍କ ପାଖରେ ଆଳସ୍ୟ, ଥକାପଣ, କେଶ ଝଡିବା,…

୨୪ ଲକ୍ଷ ଟଙ୍କା ଜାଲିଆତି କରି ଗିରଫ ହେଲେ ହୋଟେଲର ମ୍ୟାନେଜର ବାବୁ

ଭୁବନେଶ୍ୱର: ହୋଟେଲର ବ୍ୟାଙ୍କ ଆକାଉଣ୍ଟରୁ ୨୪ ଲକ୍ଷ ଟଙ୍କାରୁ ଅଧିକ ଟଙ୍କା ହଡ଼ପ କରିବା ଅଭିଯୋଗରେ ଭୁବନେଶ୍ୱରର ଖାରବେଳନଗର ପୋଲିସ ଏକ ହୋଟେଲର ଡେପୁଟି ମ୍ୟାନେଜର ଆକାଉଣ୍ଟସଙ୍କୁ ଗିରଫ କରିଥିବା ଜଣାପଡ଼ିଛି। ଗିରଫ ହୋଇଥିବା ହୋଟେଲର ଡେପୁଟି ମ୍ୟାନେଜର ଆକାଉଣ୍ଟସ ପଶ୍ଚିମବଙ୍ଗର ନିଶ୍ଚିନ୍ଦା…

ମହାଦୀପ ଉଠିବା ବେଳେ କେଉଁ କାରଣ ପାଇଁ ଖସିପଡିଲେ ସେବାୟତ?

ଭୁବନେଶ୍ୱର: ଶିବରାତ୍ରୀ ପାଇଁ ରାଜଧାନୀର ଲିଙ୍ଗରାଜ ମନ୍ଦିର ବେଶ ଚଳଚଞ୍ଚଳ ଥିବା ବେଳେ ହଠାତ୍ ବଡ ଅଘଟଣ ଘଟିଛି। ପ୍ରଥମ ଅଘଟଣ ଥିଲା ନିର୍ଦ୍ଦାରିତ ସମୟର ୪୦ ମିନିଟ ବିଳମ୍ବରେ ମହାଦୀପ ଉଠିଥିବା ବେଳେ ଦ୍ବିତୀୟ ଅଘଟଣ ହେଉଛି ମହାଦୀପ ନେଇ ମନ୍ଦିର ଚୂଡାକୁ ଯାଉଥିବା ବେଳେ ଜଣେ ସେବାୟତ…

ମାର୍ଚ୍ଚରେ ଏହି ରାଶିଙ୍କ ହଠାତ୍‌ ବଦଳିଯିବ ଭାଗ୍ୟ..

ଭୁବନେଶ୍ବର: ମାର୍ଚ୍ଚରେ ବୁଧ ଚଳନ କରି ମୀନ ରାଶିରେ ପ୍ରବେଶ କରିବେ । ଏହାସହ ଶୁକ୍ର ମଧ୍ୟ ମୀନ ରାଶିରେ ଚଳନ କରିବେ । ବୁଧ ଶୁକ୍ର ଏକାଠି ହେବା ଦ୍ୱାରା ଦୁର୍ଲ୍ଲଭ ରାଜଯୋଗ ସୃଷ୍ଟି ହେଉଛି । ଏହି ରାଜଯୋଗ କିଛି ରାଶି ଉପରେ ବିଶେଷ ପ୍ରଭାବ ପକାଇବ । କୁମ୍ଭ- ଏହି ରାଶି ବ୍ୟକ୍ତି…

ଘରେ ସୂର୍ଯ୍ୟ କିରଣ ପଡିବା ଜରୁରୀ !

ଭୁବନେଶ୍ବର: ସୂର୍ଯ୍ୟ ହେଉଛନ୍ତି ସକଳ ଶକ୍ତିର ଆଧାର । ତେଣୁ ସୂର୍ଯ୍ୟ କିରଣ ଘରେ ପଡିବା ଜରୁରୀ । ବାସ୍ତୁଶାସ୍ତ୍ରରେ ଅନ୍ୟ ଗ୍ରହଙ୍କ ଅପେକ୍ଷା ସୂର୍ଯ୍ୟଙ୍କୁ ଅଧିକ ଗୁରୁତ୍ୱ ପ୍ରଦାନ କରାଯାଇଛି। ବାସ୍ତୁଶାସ୍ତ୍ରଙ୍କ ମତରେ ଗୃହର ନିର୍ମାଣ ଏହିପରି ହେବା ଦରକାର ଯେମିତି ସୂର୍ଯ୍ୟଙ୍କ କିରଣ…