ଖୁସି ଖବର, ନନ୍ଦନକାନନକୁ ଆସିଲା ନୂଆ ଅତିଥି
ଭୁବନେଶ୍ଵର: ନନ୍ଦନକାନନରେ ନୂଆ ଅତିଥି । ତୃତୀୟ ଥର ପାଇଁ ମା’ ହେଲା ନାଲି ବାଘୁଣୀ ଅଙ୍କିତା । ବର୍ତ୍ତମାନ ସୁଦ୍ଧା ଗୋଟିଏ ଶାବକ ଜନ୍ମ ହୋଇଥିବା ବେଳେ ଆଗକୁ ଆଉ ଶାବକ ଜନ୍ମ ଦେବାର ସମ୍ଭାବନା ରହିଛି । ତେଣୁ ସିସିଟିଭି ଜରିଆରେ ନିରୀକ୍ଷଣ କରାଯାଉଛି। ଉଭୟ ମା’ ଓ ଶାବକ ସୁସ୍ଥ ଥିବା ନେଇ…