ପିଆରଏସଆଇ ଭୁବନେଶ୍ୱର ଚାପଟରର ନୂତନ ଅଧ୍ୟକ୍ଷ ଓ କାର୍ଯ୍ୟକର୍ତ୍ତା ନିର୍ବାଚିତ
ଭୁବନେଶ୍ୱର: ପବ୍ଲିକ ରିଲେସନ୍ସ ସୋସାଇଟି ଅଫ ଇଣ୍ଡିଆ ଭୁବନେଶ୍ୱର ଚାପ୍ଟରର ୬ଷ୍ଠ ବାର୍ଷିକ ସାଧାରଣ ବୈଠକରେ ସର୍ବସମ୍ମତିକ୍ରମେ ଏହାର ପରବର୍ତ୍ତୀ ଦୁଇବର୍ଷ ପାଇଁ ନୂତନ ଅଧ୍ୟକ୍ଷ ଏବଂ ଅନ୍ୟ ପ୍ରମୁଖ କାର୍ଯ୍ୟକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ଏହି ଯୁବସୁଲଭ ନୂଆ ଟିମ୍ର ନିର୍ବାଚନ…