ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଜାତିଗତ ପ୍ରମାଣପତ୍ରକୁ ନେଇ ଉଠିଲା ପ୍ରଶ୍ନ
ସୁବର୍ଣ୍ଣପୁର: ସ୍ବାସ୍ଥ୍ୟମନ୍ତ୍ରୀ ଡ଼କ୍ଟର ମୁକେଶ ମହାଲିଙ୍ଗଙ୍କ ଜାତିଗତ ପ୍ରମାଣପତ୍ରକୁ ନେଇ ଉଠିଲା ପ୍ରଶ୍ନ । ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ କେଉଟ, ଧିବର ଓ କୈବର୍ତ୍ତ ହଟାଅ ଅଲ୍ ଓଡ଼ିଶା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ମହାଲିଙ୍ଗଙ୍କ ଜାତିଗତ…