ଦୁର୍ବୃତ୍ତ ପଶିଲେ ଘରେ, ଲୁଟିନେଲେ କୋଟିଏ ଟଙ୍କା
କଟକ: ସାଲେପୁର ଥାନା ସୌରୀ ପଞ୍ଚାୟତ ଜାହାଙ୍ଗୀରାବାଦ ଗାଁରେ ବଡ଼ଧରଣର ଲୁଟ୍ । ସୋମବାର ବିଳମ୍ଵିତ ରାତିରେ ଏହି ଲୁଟ୍ ହୋଇଛି। ଝିଅ ବାହାଘର ପାଇଁ ଜମି ବିକ୍ରି କରି ରଖିଥିବା ଟଙ୍କା ଓ ସୁନା ଅଳଙ୍କାର ଲୁଟି ନେଇଛନ୍ତି ଲୁଟେରା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।…