Brown Sugar Seized:୪.୯୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଜଣେ ଗିରଫ
ଭୁବନେଶ୍ବର: ଜଗତସିଂହପୁର ଜିଲ୍ଲା ଅବକାରୀ ସ୍କାର୍ଡ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଲକ୍ଷାଧିକ ଟଙ୍କାର ବ୍ରାଉନ୍ସୁଗାର ଜବତ କରାଯାଇଛି । ଏହି ଘଟଣାରେ ଜଣଙ୍କୁ ଗିରଫ କରାଯାଇଛି । ଅଭିଯୁକ୍ତ ଠାରୁ ୪୯ଗ୍ରାମ ବ୍ରାଉନ୍ସୁଗାର ଜବତ କରାଯାଇଛି। ବ୍ରାଉନସୁଗାରର ଆନୁମାନିକ ମୁଲ୍ୟ ୪ଲକ୍ଷ୯୦ ହଜାର…