ଓଡ଼ିଶା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ମଞ୍ଜୁର, ପ୍ରଧାନମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ…
ଭୁବନେଶ୍ୱର: କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷରୁ ଓଡ଼ିଶା ପାଇଁ ଅନେକ ଗୁରୁତ୍ୱପୂର୍ଣ୍ଣ ରେଳ ଭିତ୍ତିଭୂମି ପ୍ରକଳ୍ପକୁ ମଞ୍ଜୁରୀ । ୨୫୦ କିଲୋମିଟର ଦୀର୍ଘ ଗୋପାଳପୁର-ରାୟଗଡା ନୂଆ ରେଳ ଲାଇନ ଓ ନୂଆପଡା-ଗୁଣୁପୁର-ଥେରୁବାଲି ରେଳ ଲାଇନର ଦୋହରୀକରଣ ପାଇଁ ଫାଇନାଲ ଲୋକେସନ ସର୍ଭେ ମଞ୍ଜୁର କରାଯାଇଛି…