ନବ ଦାସଙ୍କ ରୋଷେୟା ମୃତ୍ୟୁ ମାମଲାର ସାକ୍ଷୀ ଦୁର୍ଘଟଣାରେ ଗୁରୁତର
ଝାରସୁଗୁଡା: ବଡ ଖବର । ନବ ଦାସଙ୍କ ରୋଷେୟା ମୃତ୍ୟୁ ମାମଲାର ସାକ୍ଷୀ ଦୁର୍ଘଟଣାରେ ଗୁରୁତର । ସାକ୍ଷୀ ମନୁ ପ୍ରସାଦ ଦୁର୍ଘଟଣାରେ ଗୁରୁତର । ଗୁରୁତର ଅବସ୍ଥାରେ ମନୁକୁ ମେଡିକାଲ୍ରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଦୁର୍ଘଟଣା ନା ହତ୍ୟା ଷଡଯନ୍ତ୍ର…