ରାସନକାର୍ଡ ଫେରାଇଲେଣି ୨୩,୧୩୮ ଅଯୋଗ୍ୟ ହିତାଧିକାରୀ: ଯୋଗାଣ ମନ୍ତ୍ରୀ
ଭୁବନେଶ୍ୱର: ରାସନକାର୍ଡ ଫେରାଇଲେଣି ୨୩,୧୩୮ ଅଯୋଗ୍ୟ ହିତାଧିକାରୀ । ଏନେଇ ଗୃହରେ ଉତ୍ତର ରଖି କହିଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ବିଧାନସଭାରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଅଣତାରକା ପ୍ରଶ୍ନର ଏହି ସୂଚନା ଦେଇଛନ୍ତି ମନ୍ତ୍ରୀ ।
ତେବେ ରାସନ କାର୍ଡ…