ବିଶ୍ବର କ୍ଷୁଦ୍ରତମ କୁଜଥିବା ଗାଇ ‘ପୁଙ୍ଗାନୁର’: ଯାହାକୁ ନେଇ ରାଜ୍ୟରେ ଚର୍ଚ୍ଚା
ଭୁବନେଶ୍ବର: ଯଦି ଆପଣଙ୍କୁ କୁହାଯାଏ ଯେ ଏକ ଗୋ ପ୍ରଜାତି ଯାହାର ଶରୀର କ୍ଷୁଦ୍ରତମ କିନ୍ତୁ ଏହାର କ୍ଷୀରର ସ୍ବାଦ କ୍ରିମ୍ ଠାରୁ ବି ଅଧିକ ମିଠା, ଆପଣ ବିଶ୍ବାସ କରିବେ କି ? ବିଶ୍ଵାସ ନହେଲେ ବି ଏହା କିନ୍ତୁ ସତ । ଆମ ଭାରତରେ ହିଁ ରହିଛି ଏଭଳି ପ୍ରଜାତି । ଆନ୍ଧ୍ରପ୍ରଦେଶର ଚିତ୍ତୁର…