Latest Odisha News

BREAKING NEWS

IED Blast: ଆଇଇଡି ବିସ୍ଫୋରଣରେ ୩ ଜଣ ଯବାନ ଆହତ

ରାୟପୁର:ଗତ ରବିବାର (ଜାନୁଆରୀ ୨୫) ଦିନ ବିଜାପୁରର କରେଗୁଟ୍ଟା ପାହାଡ଼ରେ ଏକ IED ବିସ୍ଫୋରଣରେ ଅତି କମରେ ତିନି ଜଣ ସୁରକ୍ଷାକର୍ମୀ ଆହତ ହୋଇଛନ୍ତି । ବିଜାପୁର ପୋଲିସର ସୂଚନା ଅନୁଯାୟୀ ସମସ୍ତ ଆହତ ଯବାନଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରାଯାଇ ଚିକିତ୍ସା ପାଇଁ ରାୟପୁରକୁ ବିମାନ ଯୋଗେ…

ଫୁଟବଲ୍ ପଡ଼ିଆରେ ଆଖିବୁଜା ଗୁଳିମାଡ଼, ୧୧ ମୃତ

ସାଲାମାଙ୍କା: ରବିବାର ଦିନ କେନ୍ଦ୍ରୀୟ ମେକ୍ସିକୋ ରାଜ୍ୟ ଗୁଆନାଜୁଆଟୋର ସାଲାମାଙ୍କାରେ ଏକ ଫୁଟବଲ୍ ପଡ଼ିଆରେ କିଛି ଦୁବୃର୍ତ୍ତ ମାନେ ପଶି ଗୁଳି ଚାଳନା କରିଥିଲେ। ଯେଉଁଥିରେ ଅତି କମରେ ୧୧ ଜଣଙ୍କର ମୃତ୍ୟୁ ଘଟିବା ସହ ୧୨ ଜଣ ଆହତ ହୋଇଥିବା ଜଣାପଡ଼ିଛି। ତେବେ ୧୦ ଜଣଙ୍କର ଘଟଣାସ୍ଥଳରେ…

Trade Deal With EU: ୟୁରୋପୀୟ କାର ଉପରୁ ୪୦% ଶୁଳ୍କ ହ୍ରାସ କରିପାରେ ଭାରତ

ନୂଆଦିଲ୍ଲୀ: ଭାରତ ଏବଂ ୟୁରୋପୀୟ ସଂଘ (ଇୟୁ) ମଧ୍ୟରେ ଏକ ପ୍ରମୁଖ ବାଣିଜ୍ୟକ ଚୁକ୍ତି ହେବାକୁ ଯାଉଛି। ଏହାରି ମଧ୍ୟରେ ଜଣାପଡିଛି ଯେ ୟୁରୋପୀୟ ସଂଘରୁ ଆମଦାନି ହେଉଥିବା କାର ଉପରୁ ଶୁଳ୍କ ହ୍ରାସ କରିବାକୁ ଯୋଜନା କରୁଛି ଭାରତ। ବର୍ତ୍ତମାନ ଏହି ଶୁଳ୍କ ୧୧୦ ପ୍ରତିଶତ ରହିଥିବା ବେଳେ ଏହାକୁ…

Weather Update: ଆସନ୍ତା ୪ ଦିନ ମଧ୍ୟରେ ୨ରୁ ୩ ଡିଗ୍ରି ବଢିବ ରାତି ତାପମାତ୍ରା, କମିବ ଶୀତ

ଭୁବନେଶ୍ବର: ରାଜ୍ୟର ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାର କିଛି କିଛି ଅଞ୍ଚଳ‌ରେ ଥଣ୍ଡାର ପ୍ରକୋପ ବହୁ ମାତ୍ରାରେ ଜାରି ରହିଛି । ହେଲେ ଉପକୂଳ ଓଡ଼ିଶାରେ ରାତି ତାପମାତ୍ରା ବଢ଼ିଛି । ଫଳରେ ପୂର୍ବ ଅପେକ୍ଷା ଶୀତ ପ୍ରକୋପ କମିଛି । ତେବେ ଆଗକୁ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ…

ଗଣତନ୍ତ୍ର ଦିବସ; କର୍ତ୍ତବ୍ୟ ପଥରେ ଜଲୱା ଦେଖାଇଲା ଓଡ଼ିଶାର ପ୍ରଜ୍ଞାପନ ମେଢ

ଭୁବନେଶ୍ଵର: ୭୭ତମ ସାଧାରଣତନ୍ତ୍ର ଦିବସ ୨୦୨୬ ଅବସରରେ ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ ଭାରତର ରାଷ୍ଟ୍ରପତିଙ୍କୁ ଅଭିବାଦନ ଜଣାଇଛି ଓଡ଼ିଶାର ପ୍ରଜ୍ଞାପନ ମେଢ। ସ୍ଵଦେଶୀ ସାମଗ୍ରୀ ଉତ୍ପାଦନ ମାଧ୍ୟମରେ ସାଂପ୍ରତିକ ଭାରତକୁ ସମୃଦ୍ଧ ଓ ଆତ୍ମନିର୍ଭର ଭାରତରେ ପରିଣତ କରିବା ଦୃଷ୍ଟିକୋଣକୁ ନେଇ ଚଳିତ…

Police Medals: ଉଲ୍ଲେଖନୀୟ ସେବା ପାଇଁ ୨୦ ଜଣଙ୍କୁ ମିଳିଲା ପୋଲିସ ପଦକ

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରର ମହାତ୍ମାଗାନ୍ଧୀ ମାର୍ଗରେ ୭୭ତମ ସାଧାରଣତନ୍ତ୍ର ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି । ଏହି ଉତ୍ସବରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିଥିଲେ ।…

Republic Day: ପରେଡରେ ଦମ୍ ଦେଖାଇଲେ ଭାରତୀୟ ସେନାର ପଶୁ ଓ ପକ୍ଷୀ

ନୂଆଦିଲ୍ଲୀ: ୭୭ତମ ଗଣତନ୍ତ୍ର ଦିବସ ପରେଡରେ ଭାରତର ସାମରିକ ଶକ୍ତି ଏବଂ ପ୍ରାଣୀଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଆଲୋକପାତ କରାଯିବ। ଏହି ପରେଡରେ ପ୍ରାଣୀ-ଆଧାରିତ ଲଜିଷ୍ଟିକ୍ସ ଏବଂ ପ୍ରାକୃତିକ ପ୍ରତିରକ୍ଷା ବ୍ୟବସ୍ଥା ଉପରେ ବିଶେଷ ଗୁରୁତ୍ୱ ଦିଆଯିବ। ଭାରତୀୟ ସେନା ଦେଶର ସବୁଠାରୁ…

ଭାରତୀୟ ସୀମାରେ ପାକିସ୍ତାନ ଅନୁପ୍ରବେଶକାରୀଙ୍କୁ ହତ୍ୟା କଲେ ସୁରକ୍ଷାକର୍ମୀ

ଶ୍ରୀନଗର: ଭାରତ-ପାକିସ୍ତାନ ଅନ୍ତର୍ଜାତୀୟ ସୀମାରେ ଏକ ବଡ଼ ଷଡଯନ୍ତ୍ରକୁ ପଣ୍ଡ କରିଛନ୍ତି ଭାରତୀୟ ସେନା । ଜମ୍ମୁ-କାଶ୍ମୀରର ସାମ୍ବା ସେକ୍ଟରରେ ଅନୁପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଜଣେ ପାକିସ୍ତାନୀ ନାଗରିକଙ୍କୁ ବିଏସ୍‌ଏଫ୍ ଯବାନମାନେ ଗୁଳି କରି ହତ୍ୟା କରିଛନ୍ତି । ଏହି ଘଟଣା ପରେ,…

ଭାରତ-ଆମେରିକା ଡିଲ ବିଳମ୍ୱ ପଛରେ ଏହି ଦୁଇ ନେତା; ଭାଇରାଲ ଅଡିଓକୁ ନେଇ ବିବାଦ…

ନୂଆଦିଲ୍ଲୀ: ଭାରତ ଏବଂ ଆମେରିକା ମଧ୍ୟରେ ବାଣିଜ୍ୟ ଚୁକ୍ତିକୁ ନେଇ ଦୀର୍ଘ ସମୟ ଧରି ଆଲୋଚନା ଚାଲି ଆସିଛି। ଏନେଇ ଭାରତର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ ଙ୍କ ସହିତ ମିଶି ଦୁଇ ଦେଶ ମଧ୍ୟରେ ଆଲୋଚନା ହେବା ସତ୍ବେ ମଧ୍ୟ ଏ ପର୍ଯ୍ୟନ୍ତ କିଛି ସଫଳତା ମିଳିପାରିନାହିଁ। ତେବେ…

Republic Day: କର୍ତ୍ତବ୍ୟପଥରେ ତ୍ରିରଙ୍ଗା ଉଡ଼ାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ଦେଶ ପାଳୁଛି ୭୭ତମ ଗଣତନ୍ତ୍ର ଦିବସ । ଏହି ଅବସରରେ ଦିଲ୍ଲୀର କର୍ତ୍ତବ୍ୟପଥରେ ଜାତୀୟ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ…