ରାତି ୧୦ଟାରେ ଲିଙ୍ଗରାଜ ମନ୍ଦିରରେ ଉଠିବ ମହାଦୀପ
ଭୁବନେଶ୍ୱର: ପାଖେଇ ଆସୁଛି ପବିତ୍ର ଶିବରାତ୍ରୀ ତଥା ଜାଗର । ଚଳିତବର୍ଷ ଫେବୃଆରୀ ୨୬ ତାରିଖରେ ପଡୁଛି ଜାଗର । ମହା ଆଡମ୍ବରରେ ପାଳନ କରିବାନେଇ ଏବେ ଠାରୁ ପ୍ରାୟ ସମସ୍ତ ଶୈବ ପୀଠରେ ଜାଗର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି ।
ତେବେ ମହାଶିବରାତ୍ରୀ ନେଇ ମଙ୍ଗଳବାର ଲିଙ୍ଗରାଜ ମନ୍ଦିର…