କୁଏତରେ ପ୍ରବାସୀ ଭାରତୀୟଙ୍କୁ ଓଡ଼ିଶା ଆସିବାକୁ ମୋଦିଙ୍କ ନିମନ୍ତ୍ରଣ
ନୂଆଦିଲ୍ଲୀ: କୁଏତରେ ପ୍ରବାସୀ ଭାରତୀୟଙ୍କୁ ଓଡ଼ିଶା ଆସିବାକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ନିମନ୍ତ୍ରଣ । କୁଏତ୍ ହାଲା ମୋଦି କାର୍ଯ୍ୟକ୍ରମରେ ଓଡ଼ିଶା କଥା ଉଲ୍ଲେଖ କଲେ ପିଏମ୍ ମୋଦି। ଓଡ଼ିଶାର ଗୁଣଗାନ ମଧ୍ୟ କଲେ। ଭୁବନେଶ୍ବରରେ ଆୟୋଜିତ ହେବାକୁ ଥିବା ପ୍ରବାସୀ ଭାରତୀୟ ଦିବସରେ ସାମିଲ ହେବାକୁ…