Latest Odisha News

BREAKING NEWS

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି ଦୋହରାଇଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଏସସିବି ଘଟଣାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦାବି ଜୋର ଧରିଛି । ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି ଦୋହରାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ମନ୍ତ୍ରୀ ଇସ୍ତଫା ନଦେବା ଯାଏଁ ପ୍ରତିବାଦ ଜାରି ରହିବ କହିଛନ୍ତି ନବୀନ । ଏତେ ବଡ଼ ଘଟଣା ପରେ ବି କୌଣସି…

ଓଟିଇଟି ପରୀକ୍ଷା ପାଇଁ ଆବେଦନ ୨୬ରୁ, ମେ’୨୯ରେ ପରୀକ୍ଷା

କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି)-୨୦୨୬ ଆସନ୍ତା ମେ’ ମାସ ୨୯ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ଅନ୍‌ଲାଇନ୍ ଜରିଆରେ ଆବେଦନ ଆମନ୍ତ୍ରଣ କରାଯାଇଛି। ନୂତନ ଓ ସେବାରତ ପ୍ରାର୍ଥୀ ଏହି ପରୀକ୍ଷା ପାଇଁ ଆବେଦନ କରିପାରିବେ।…

ଦଳା ଚକଟାରେ ମୃତ୍ୟୁବରଣ କରିଥିବା ପ୍ରଶଂସକଙ୍କୁ ଶ୍ରଦ୍ଧାଞ୍ଜଳୀ ଦେବ କେଏସସିଏ

ବେଙ୍ଗାଲୁର: ଆଇପିଏଲ ୨୦୨୬ ଆରମ୍ଭରୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର ଓ କର୍ଣ୍ଣାଟକ କ୍ରିକେଟ ଆସୋସିଏଶନ ଏକ ବଡ ପଦକ୍ଷେପ ନେଇଛନ୍ତି । ଗତ ସଂସ୍କରଣରେ ଆରସିବି ଚାମ୍ପିୟନ ହେବା ପରେ ବିଜୟ ଉତ୍ସବ ପାଳନ କରାଯାଇଥିଲା । ଏଥିରେ ବହୁ ସଂଖ୍ୟକ ପ୍ରଶଂସକ ଯୋଗ ଦେଇଥିଲେ । ଦଳାଚକାଟା ପରିସ୍ଥିତି…

ଫୁଲବାଣୀ ସିଭିଲ ସର୍ଭିସ୍ କୋଚିଂ ସେଣ୍ଟରରେ ପାଠ ପଢ଼ାଇଲେ ଜିଲ୍ଲାପାଳ

କନ୍ଧମାଳ: କନ୍ଧମାଳ ଜିଲ୍ଲା ସଦର ମହକୁମା ଫୁଲବାଣୀରେ ୨୦୨୩ ମସିହା ଅଗଷ୍ଟ ମାସ ୧୭ ତାରିଖରୁ ଜିଲ୍ଲା ଇ- ପାଠାଗାର ସହ ସଂଲଗ୍ନ ଏଚ ଆର ଡି ସି ବିଲ୍ଡିଙ୍ଗରେ ପ୍ରତିଷ୍ଠିତ ହୋଇଛି ସିଭିଲ ସର୍ଭିସ୍ କୋଚିଂ ସେଣ୍ଟର୍ । ଓଡ଼ିଶା ଖଣି ନିଗମର ଆର୍ଥିକ ସହାୟତା ଓ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା,…

ବିଶ୍ଵ ଯକ୍ଷ୍ମା ଦିବସରେବ୍ୟାପକ ଜନସଚେତନତା ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ

ଭୁବନେଶ୍ୱର: ବିଶ୍ଵ ଯକ୍ଷ୍ମା ଦିବସରେବ୍ୟାପକ ଜନସଚେତନତା ସୃଷ୍ଟି କରିବାକୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶ୍ୱ ଯକ୍ଷ୍ମା ରୋଗ ଦିବସରେ, ଆମେ ଟିବି-ମୁକ୍ତ ଓଡିଶା ପାଇଁ ଆମର ପ୍ରତିବଦ୍ଧତାକୁ ପୁନଃ…

ବିଶ୍ଵ ଯକ୍ଷ୍ମା ଦିବସରେବ୍ୟାପକ ଜନସଚେତନତା ସୃଷ୍ଟି କରିବାକୁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର: ବିଶ୍ଵ ଯକ୍ଷ୍ମା ଦିବସରେବ୍ୟାପକ ଜନସଚେତନତା ସୃଷ୍ଟି କରିବାକୁ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ଆହ୍ୱାନ ଦେଇଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି ଯେ, ବିଶ୍ଵ ଯକ୍ଷ୍ମା ଦିବସରେ ଆସନ୍ତୁ ସମସ୍ତେ ରୋଗର ନିୟନ୍ତ୍ରଣ ଏବଂ ନିରାକରଣ ସମ୍ପର୍କରେ…

କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ନେତୃତ୍ୱରେ ରେଳ ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶାର ସାଂସଦ ପ୍ରତିନିଧି ଦଳ

ନୂଆଦିଲ୍ଲୀ/ଭୁବନେଶ୍ୱର: ଖଡ଼ଗପୁର ସ୍ଥିତ 'ରେଲୱେ ଏମ୍ପ୍ଲୋଇ କଲଚରାଲ ଆସୋସିଏସନ' ର ଦୀର୍ଘ ଦିନରୁ ପଡ଼ି ରହିଥିବା ଜମି ଆବଣ୍ଟନ ସମସ୍ୟାର ସମାଧାନ ପାଇଁ ଆଜି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଓଡ଼ିଶାର ସାଂସଦମାନଙ୍କ ଏକ ପ୍ରତିନିଧି ଦଳ କେନ୍ଦ୍ର ରେଳ ମନ୍ତ୍ରୀ…

ଖୁବଶୀଘ୍ର ଶେଷ ହେବ ମଧ୍ୟପ୍ରାଚ୍ୟ ଯୁଦ୍ଧ! ଇସଲାମାବାଦରେ ହେବ ବୈଠକ

ୱାଶିଂଟନ: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦର ଅନ୍ତ ପାଇଁ ଏକ କୂଟନୈତିକ ସମାଧାନ ଖୋଜିବା ପାଇଁ ପ୍ରୟାସ ଚାଲିଛି। ଏହି ସମୟରେ, ଏକ ରଏଟର୍ସ ରିପୋର୍ଟରେ ଦାବି କରାଯାଇଛି ଯେ ଏହି ସପ୍ତାହରେ ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ବୈଠକ ହୋଇପାରେ।…

ଭାରତର ମୋଷ୍ଟ ୱାଣ୍ଟେଡ୍ ଡ୍ରଗ୍ସ ମାଫିଆ ଦୁବାଇରେ ଗିରଫ

ନୂଆଦିଲ୍ଲୀ: ଭାରତର ମୋଷ୍ଟ ୱାଣ୍ଟେଡ୍ ଡ୍ରଗ୍ସ ମାଫିଆଙ୍କ ଜଣେ ପ୍ରମୁଖ ବ୍ୟକ୍ତି ଜସବିନ୍ଦର ଓରଫ ଜାଜ୍ କୁ ଦୁବାଇରେ ଗିରଫ କରାଯାଇଛି। ଭାରତୀୟ ଏଜେନ୍ସିଗୁଡ଼ିକରୁ ମିଳିଥିବା ସୂଚନା ଅନୁଯାୟୀ, ଇଣ୍ଟରପୋଲ୍ ଏହି ପ୍ରମୁଖ ଡ୍ରଗ୍ସ ସିଣ୍ଡିକେଟ୍‌ର ମାଷ୍ଟରମାଇଣ୍ଡକୁ ଗିରଫ କରିଛି। NCB ପୂର୍ବରୁ…