Brown Sugar Seized: ଅକ୍ଟୋବର ୨୯ ତାରିଖ ସୁଦ୍ଧା ୪ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ଧଳା ଜହର ଜବତ
କଟକ: ଚଳିତ ବର୍ଷ ଅକ୍ଟୋବର ୨୯ ତାରିଖ ସୁଦ୍ଧା କଟକସ୍ଥିତ କେନ୍ଦ୍ରାଞ୍ଚଳ ରେଞ୍ଜ ଅଧିନରେ ଥିବା ଅଞ୍ଚଳରୁ ୪ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ଧଳା ଜହର ଜବତ ହୋଇଛି । ମୋଟ ୮୧ଟି ବ୍ରାଉନ୍ସୁଗାର ମାମଲା ରୁଜୁ ହୋଇଥିବା ବେଳେ ୪କିଲୋ ୨୨ ଗ୍ରାମ ୪୨୮ ମିଲିଗ୍ରାମ ଧଳାଜହର ଜବତ ହୋଇଛି । ଏହି ମାମଲାରେ…