ତ୍ରିବେଣୀ ସଙ୍ଗମରେ ପବିତ୍ର ବୁଡ଼ ପକାଇଲେ ପ୍ରଧାନମନ୍ତ୍ରୀ ମୋଦି
ପ୍ରୟାଗରାଜ: ତ୍ରିବେଣୀ ସଙ୍ଗମରେ ପବିତ୍ର ବୁଡ଼ ପକାଇଲେ ପ୍ରଧାନମନ୍ତ୍ରୀ ମୋଦି। ପୂଜାର୍ଚ୍ଚନା ପରେ ପବିତ୍ର ବୁଡ଼ ପକାଇଲେ ପ୍ରଧାନମନ୍ତ୍ରୀ । ମୋଦୀଙ୍କ ଗସ୍ତ ପାଇଁ ସଙ୍ଗମ ସ୍ଥଳରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।
ସୂଚନା ଅନୁସାରେ, ଆଜି ପବିତ୍ର ମାଘ ଅଷ୍ଟମୀରେ ପ୍ରୟାଗରାଜ…