ଏଣିକି ଘରେ ବସି ପାଇପରିବେ କାଷ୍ଟ୍, ଇନକମ୍, ରେସିଡେଣ୍ଟ ସାର୍ଟିଫିକେଟ୍
ଭୁବନେଶ୍ୱର: ରାଜସ୍ୱ ବିଭାଗର ବଡ଼ ନିଷ୍ପତ୍ତି। କାଷ୍ଟ୍, ଇନକମ୍, ରେସିଡେଣ୍ଟ ସାର୍ଟିଫିକେଟ ପାଇଁ ଆଉ ତହସିଲ ଅଫିସକୁ ଯାଇ ଘଣ୍ଟା ଘଣ୍ଟା ଛିଡା ହେବାକୁ ପଡ଼ିବନି। ଘରେ ବସି ମୋବାଇଲରେ ସାର୍ଟିଫିକେଟ ପାଇଁ ଆବେଦନ କରିପାରିବେ। ଓଡ଼ିଶା ସରକାର ଖୁବ୍ଶୀଘ୍ର ଏକ ମୋବାଇଲ୍ ଆପ୍ ଲଞ୍ଚ୍ କରିବେ।…