Latest Odisha News

BREAKING NEWS

ଆଜିଠୁ ଝାରସୁଗୁଡ଼ାରୁ ଲକ୍ଷ୍ନୌକୁ ଉଡ଼ିବ ବିମାନ, କାଲିଠୁ ରାୟପୁରକୁ ଷ୍ଟାର୍ ଏୟାର ଉଡ଼ାଣ

ଝାରସୁଗୁଡ଼ା: ଆଜିଠୁ ଝାରସୁଗୁଡ଼ାରୁ ଲକ୍ଷ୍ନୌକୁ ଉଡ଼ିବ ବିମାନ। ସପ୍ତାହର ୩ ଦିନ ଅର୍ଥାତ ମଙ୍ଗଳବାର, ଗୁରୁବାର ଓ ଶନିବାର ସନ୍ଧ୍ୟା ୫ଟା ୩୫ ମିନିଟ୍‌ରେ ଝାରସୁଗୁଡ଼ାରୁ ଲକ୍ଷ୍ନୌ ପାଇଁ ବିମାନ ଉଡ଼ାଣ ଭରିବ। ସେଠାରେ ସନ୍ଧ୍ୟା ୬ଟା ୫୫ ମିନିଟ୍ ରେ ଅବତରଣ କରିବ। ଏହି ୩ ଦିନ ସନ୍ଧ୍ୟା ୭ଟା…

ଜିଓ କମ୍ପାନୀ ବନ୍ଦ କଲା ଏହି ୨ଶସ୍ତା ପ୍ଲାନ

ନୂଆଦିଲ୍ଲୀ: ୱେବସାଇଟ୍ ଏବଂ ଆପ୍ ରୁ ୨ଟି ଶସ୍ତା ପ୍ଲାନ ହଟାଇ ଦେଇଛି ଜିଓ କମ୍ପାନୀ । ଜିଓ ୧୮୯ ଏବଂ ୪୭୯ ଟଙ୍କା ପ୍ଲାନ ବନ୍ଦ କରି ଦେଇଛି। ୧୮୯ ଟଙ୍କା ପ୍ଲାନର ମୂଲ୍ୟ ଗତବର୍ଷ ଜୁଲାଇ ପୂର୍ବରୁ ୧୫୫ ଟଙ୍କା ଥିଲା। ମୂଲ୍ୟ ବୃଦ୍ଧି ପରେ ମୂଲ୍ୟ ୧୮୯ ଟଙ୍କା ହୋଇଥିଲା ଏବଂ ବର୍ତ୍ତମାନ ଏହାକୁ…

ଜାନୁଆରୀ ଦେଲାଣି ତାଉ ସଙ୍କେତ, ଆଗକୁ ଆସୁଛି ଭୟାନକ ଗ୍ରୀଷ୍ମ ପ୍ରବାହ

ଭୁନନେଶ୍ୱର: ସରିଗଲା ଶୀତ। ଫେବୃଆରୀ ପହିଲାରୁ ତାଉ ଦେଖାଇଲାଣି। ମାଘମାସରେ ଶୀତ କି ଜାଡ଼ ନାହିଁ। ବଢିଲା ଦିନ ସହ ରାତିର ତାପମାତ୍ରା। ରାଜ୍ୟରେ ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ୟ୍ୟନ୍ତ ବୃଦ୍ଧି ପାଇଛି ତାପମାତ୍ରା। ଆଗାମୀ ୪ ରୁ ୫ ଦିନ ଯାଏଁ ଦିନ ଏବଂ ରାତି ତାପମାତ୍ରା ଅଧିକା ରହିବ।…

କଞ୍ଚା ଅମୃତଭଣ୍ଡା ଖାଇଲେ ହାଡ ରହେ ସୁସ୍ଥ

ଭୁବନେଶ୍ବର:ଘର ବଗିଚାରେ ଫଳୁଥିବା ଅମୃତଭଣ୍ଡା ଶରୀରର ପାଇଁ ବେଶ୍ ଉପଯୋଗୀ । ଅମୃତଭଣ୍ଡାରେ ପ୍ରଚୁର ପରିମାଣରେ ଆଣ୍ଟିଅକ୍ସିଡାଣ୍ଟ,ଭିଟାମିନ୍ ଏ, ବି, ସି, ଇ, କେ ଏବଂ କ୍ୟାଲସିୟମ୍ ମଧ୍ୟ ମିଳିଥାଏ । ଆଣ୍ଠୁଗଣ୍ଠୀ ସମସ୍ୟା ଭୋଗୁଛନ୍ତି ତାହାହେଲେ ଆପଣ କଞ୍ଚା ଅମୃତଭଣ୍ଡା ଖାଆନ୍ତୁ । କଞ୍ଚା…

ହଠାତ୍ ନିଦ ଭାଙ୍ଗିବା ପରେ ଶରୀର ହଲ୍‌ଚଲ୍ ହୋଇପାରୁ ନାହିଁ କି ?

ଭୁବନେଶ୍ବର: ଆପଣ କେବେ ନା କେବେ ଅନୁଭବ କରିଥିବେ ହଠାତ୍ ନିଦ ଭାଙ୍ଗିବା ପରେ ଶରୀର ହଲ୍‌ଚଲ୍ ହୋଇନଥାଏ । କଥା କହିବାକୁ ଚେଷ୍ଚା କଲେ ବି ମୁହଁ ଖୋଲେ ନାହିଁ । ଏହାପରେ ମନରେ ଡର ଆସେ । ତେବେ ଭୂତ ପ୍ରଭାବରୁ ଏମିତି ହୁଏ ବୋଲି କୁହନ୍ତି । କିନ୍ତୁ ଏହି ଅବସ୍ଥାକୁ 'ନିଦ୍ରା ପକ୍ଷାଘାତ' ବା…

ରାଷ୍ଟ୍ରପତିଙ୍କ ପ୍ରତି ସୋନିଆଙ୍କ ବୟାନ ସାନ୍ତାଳୀ ସମ୍ପ୍ରଦାୟର ଅପମାନ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉପରେ ଶୁକ୍ରବାର କଂଗ୍ରେସ ନେତା ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ଦେଇଥିବା ବୟାନକୁ କଡ଼ା ନିନ୍ଦା କରିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। “ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ବିରୁଦ୍ଧରେ ସୋନିଆ ଗାନ୍ଧୀ ଏବଂ ରାହୁଲ…

ଜୋରଦାର ହେବ ଗାଡ଼ି ଚେକିଂ, ଏହି ଡକ୍ୟୁମେଣ୍ଟ ନଥିଲେ ୪ ହଜାର ଫାଇନ !

ଭୁବନେଶ୍ୱର : ବୀମା ନଥାଇ ଗାଡି ଚଳାଉଥିଲେ ସାବଧାନ । ଶନିବାର ଠାରୁ ବୀମା ନଥିବା ଗାଡ଼ିଗୁଡ଼ିକ ରାସ୍ତାରେ ଗଡ଼ିଲେ କଟିବ ଚାଲାଣ । ବୀମା ନଥିବା ଗାଡ଼ିକୁ ଚିହ୍ନଟ କରି ଇ-ଡିଟେକ୍ସନ ଜରିଆରେ ସ୍ବୟଂକ୍ରିୟ ପ୍ରଣାଳୀରେ ଧରିବ ଟୋଲ୍‌ଗେଟ୍ । ପ୍ରଥମ ଥର ଧରା ପଡ଼ିଲେ ଏକ ହଜାର ଟଙ୍କା ଏବଂ…

ଖରିଫ ଧାନକିଣା ୧୨ ଲକ୍ଷ ମେଟ୍ରିକ୍‌ ଟନ୍‌କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଚଳିତ ଖରିଫ ଋତୁରେ ଧାନକିଣା ଲକ୍ଷ୍ୟ ୬୫ ଲକ୍ଷ ମେଟ୍ରିକ୍‌ ଟନ୍‌ରୁ ୭୭ ଲକ୍ଷ ମେଟ୍ରିକ୍‌ ଟନ୍‌କୁ ବୃଦ୍ଧି କରାଯାଇଛି। ଅର୍ଥାତ୍ ପ୍ରାୟ ୧୨ ଲକ୍ଷ ବୃଦ୍ଧି କରାଯାଇଛି। ଚଳିତ ବର୍ଷ ଧାନ କ୍ୱିଣ୍ଟାଲ ପିଛା ସର୍ବନିମ୍ନ ସହାୟତା ମୂଲ୍ୟ ୨୩୦୦ ଟଙ୍କା ସହ ୮୦୦ ଟଙ୍କାର…

ଜଣେ ଲୋକ କେତେ ବ୍ୟାଙ୍କ ଆକାଉଣ୍ଟ ଖୋଲିପାରିବେ, କ’ଣ ରହିଛି ନିୟମ

ଭୁବନେଶ୍ୱର: ଆପଣ ବ୍ୟାଙ୍କରେ କେତେ ଆକାଉଣ୍ଟ ଖୋଲି ପାରିବେ ? ଅନେଇ ଅନେକ ଲୋକ ଦ୍ୱନ୍ଦ୍ୱରେ ଥାଆନ୍ତି ।ଆଧୁନିକ ଡିଜିଟାଲ୍ କାରବାରର ଏକ ମୁଖ୍ୟ ସୋର୍ସ ହେଉଛି ଏକ ବ୍ୟାଙ୍କ ଆକାଉଣ୍ଟ । ତେଣୁ ବ୍ୟାକିଂ ବ୍ୟବସ୍ଥା ବାବଦରେ ସମସ୍ୟକ ଧାରଣା ରହିବା ଆବଶ୍ୟକ, ନଚେତ ଆଗକୁ ବଡ଼ ସମସ୍ୟା ହୋଇପାରେ…

ପ୍ରାୟ ୨୦ ହଜାର ସରକାରୀ ଅଧିକାରୀ ଫେରାଇଲେ ରାସନ କାର୍ଡ଼

ଭୁବନେଶ୍ୱର: ପିଡିଏସ୍ ସାମଗ୍ରୀ ନେଉଥିବା ଅଯୋଗ୍ୟ ହିତାଧିକାରୀ ଭାବେ ପ୍ରାୟ ୨୦,୦୦୦ରୁ ଅଧିକ କର୍ମଚାରୀ ସେମାନଙ୍କର ରାସନ କାର୍ଡ ଫେରସ୍ତ କରିଛନ୍ତି। ଶୁକ୍ରବାର ଦିନ ଗଣମାଧ୍ୟମ ସହିତ ଆଲୋଚନା ବେଳେ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି ଯେ…