Latest Odisha News

BREAKING NEWS

ହକି ଇଣ୍ଡିଆ ଲିଗ୍: ଆଜି ସେମିଫାଇନାଲ ଫାଇଟ୍; ବେଙ୍ଗଲ ବନାମ ଡ୍ରାଗନ୍ସ, ସୁରୁମା ବନାମ ତୁଫାନ୍ସ

ରାଉରକେଲା: ଆଜି ପୁରୁଷ ହକି ଇଣ୍ଡିଆ ଲିଗର ସେମିଫାଇନାଲ ମୁକାବିଲା । ପ୍ରଥମ ସେମିଫାଇନାଲ ମ୍ୟାଚରେ ବେଙ୍ଗଲ ଟାଇଗର୍ସକୁ ଭେଟିବ ଅମିତ ରୋହିଦାସଙ୍କ ଦଳ ତାମିଲନାଡ଼ୁ ଡ୍ରାଗନ୍ସ । ରାଉରକେଲା ବିର୍ସା ମୁଣ୍ଡା ଷ୍ଟାଡିୟମରେ ସନ୍ଧ୍ୟା ୬ଟା ବେଳେ ଖେଳାଯିବ ପ୍ରଥମ ମ୍ୟାଚ ଓ ଦ୍ବିତୀୟ ସେମିଫାଇନାଲ…

ପ୍ରେମିକାର କଥା ମାନି ବିକିଲେ ଏହି ଜିନିଷ, ୪ ଦିନରେ ରୋଜଗାର ୪୦ ହଜାର… 

ପ୍ରୟାଗରାଜ: ପ୍ରୟାଗରାଜରେ ଆୟୋଜିତ ମହାକୁମ୍ଭରେ ବହୁ ସଂଖ୍ୟାରେ ଲୋକଙ୍କ ଭିଡ଼ ଜମୁଛି। ଏଠାରେ ବେପାର ମଧ୍ଯ ଭଲ ହେଉଥିବା କୁହାଯାଉଛି। ଏହାରି ମଧ୍ୟରେ ସୋସିଆଲ ମିଡିଆରେ ଜଣେ ଯୁବକଙ୍କ ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ସେ କହୁଛନ୍ତି ଯେ ତାଙ୍କ ପ୍ରେମିକାଙ୍କ ବୁଦ୍ଧି ଯୋଗୁଁ ସେ ହଜାର…

ସମର୍ଥ କେନ୍ଦ୍ରରୁ ସ୍ଥାନାନ୍ତର ହେଲେ ୪୨ ଜଣ ଦିବ୍ୟାଙ୍ଗ ଅନ୍ତେବାସୀ

ସମ୍ବଲପୁର: ସମର୍ଥରେ ନିର୍ଯାତିତ ୪୨ ଜଣ ମାନସିକ ଅନଗ୍ରସରଙ୍କୁ ସ୍ଥାନାନ୍ତରିତ କଲେ ସରକାର। ଅନ୍ତେବାସୀଙ୍କ ମଧ୍ୟରେ ଅଛନ୍ତି ୧୫ ମହିଳା ଓ ୨୭ ଜଣ ପୁରୁଷ। ସମ୍ବଲପୁର ସମର୍ଥ ଅନୁଷ୍ଠାନରେ ଦିବ୍ୟାଙ୍ଗଙ୍କୁ ନିର୍ୟାତନା ପରେ ପ୍ରଶାସନର ତତ୍ତ୍ବାବଧାନରେ ୪୨ଜଣ ଅନ୍ତେବାସୀଙ୍କୁ ସ୍ଥାନାନ୍ତରିତ…

ଆହୁରି ମହଙ୍ଗା ହେଲା ସୁନା; ୮୩ ହାଜର ଟପିଲା ଦର

ଭୁବନେଶ୍ୱର: ଏବେ ଚାଲିଛି ବିବାହ ଋତୁ । ହେଲେ ଏହା ଭିତରେ ପୁଣି ଆକାଶଛୁଆଁ ହୋଇଛି ସୁନା ଦର । ୮୩ ହାଜର ଟଙ୍କା ଅତିକ୍ରମ କରିଛି ସୁନା ଦର । ଶୁକ୍ରବାର ରାଜଧାନୀ ଭୁବନେଶ୍ୱରରେ ୧୦ ଗ୍ରାମ ପିଛା ୨୪ କ୍ୟାରେଟ୍‌ ସୁନା ଦର ୧୭୦ ଟଙ୍କା ବୃଦ୍ଧି ପାଇ ୮୩,୦୨୦ ଟଙ୍କାରେ ପହଞ୍ଚିଛି ।…

ଗିରଫ ହେଲେ କୋଟିପତି ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ବିଶ୍ଵଦର୍ଶୀ ସାହୁ

ବଣାଇ: ଗିରଫ ହେଲେ ବଣେଇ ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ବିଶ୍ଵଦର୍ଶୀ ସାହୁ। ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ । ଏହାପରେ ତାଙ୍କୁ କୋର୍ଟ ଚାଲାଣ କରାଯିବ । ସୂଚନା ଅନୁସାରେ, ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ବିଶ୍ବଦର୍ଶୀ…

ନିର୍ବାଚନ କମିଶନର ଭାବେ ଦାୟିତ୍ବ ନେଲେ ମଧୁସୂଦନ ପାଢ଼ୀ

ଭୁବନେଶ୍ୱର: ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ଭାବେ ଦାୟିତ୍ବ ନେଲେ ମଧୁସୂଦନ ପାଢ଼ୀ। ଭୁବନେଶ୍ୱର ତୋଷାଳି ଭବନରେ ଥିବା କାର୍ଯ୍ୟାଳୟରେ ଅବସରପ୍ରାପ୍ତ ଆଇଏଏସ୍ ଅଧିକାରୀ ମଧୁସୂଦନ ପାଢ଼ୀ ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରଛନ୍ତି। ପୂର୍ବତନ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ…

କଣାସରେ ଝାଡ଼ାବାନ୍ତି ନେଲା ଆଉ ଏକ ଜୀବନ; ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି

ଭୁବନେଶ୍ୱର: ପୁରୀ ଜିଲ୍ଲାର କଣାସ ବ୍ଲକରେ ପ୍ରଦ୍ୟୁଷିତ ଜଳ ପିଇ ଡ଼ାଇରିଆ ବ୍ୟାପିବା ଘଟଣାରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି । ଫଳରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି । ମୃତକ ହେଲେ କଣାସ ବ୍ଲକର ଜାଗୁଳେଇପଦର ଗ୍ରାମର ବାସିନ୍ଦା କୃଷ୍ଣ ବେହେରାଙ୍କ ପତ୍ନୀ ଜହ୍ନି ବେହେରା । ସେ ଡାଇରିଆରେ…

ରଣଜୀରେ ବି ନିରାଶ କଲେ କୋହଲି

ନୂଆଦିଲ୍ଲୀ: ଭାରତର ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କ ପାଇଁ ଅଫ ସାଇଡ ବଲ ଦୁଃସ୍ୱପ୍ନ ସାଜିବାରେ ଲାଗିଛି । କ୍ରମାଗତ ଖରାପ ପ୍ରଦର୍ଶନ ପରେ ସେ ରଣଜୀ ଟ୍ରଫି ଖେଳି ଫର୍ମରେ ଉନ୍ନତି ଆଣିବା ପାଇଁ ଚେଷ୍ଟା କରିଥିଲେ । ତେବେ ଏଥିରେ ମଧ୍ୟ ତାଙ୍କୁ ନିରାଶ ହେବାକୁ ପଡିଛି । ଦିଲ୍ଲୀ ପକ୍ଷରୁ…

କାଲି ଖୋଲିବ ଅର୍ଥମନ୍ତ୍ରୀଙ୍କ ବଜେଟ ପେଡ଼ି; ଏହି କ୍ଷେତ୍ରକୁ ମିଳିପାରେ ପ୍ରାଧାନ୍ୟ

ନୂଆଦିଲ୍ଲୀ: ଆଜିଠାରୁ ଆରମ୍ଭ ହୋଇଛି ସଂସଦର ବଜେଟ ଅଧିବେଶନ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣରୁ ଆରମ୍ଭ ହୋଇଛି ଅଧିବେଶନ । ଏପ୍ରିଲ ୪ ତାରିଖ ପର୍ଯ୍ୟନ୍ତ ଦୁଇଟି ପର୍ୟ୍ୟାୟରେ ଚାଲିବ ବଜେଟ ଅଧିବେଶନ । ପ୍ରଥମ ପର୍ୟ୍ୟାୟ ଫେବୃଆରୀ ୧୩ ତାରିଖ ଯାଏଁ ଓ ଦ୍ବିତୀୟ ପର୍ୟ୍ୟାୟ ମାର୍ଚ୍ଚ…

ବଜେଟ୍ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ: ୨୦୪୭ ସୁଦ୍ଧା ଭାରତକୁ ବିକଶିତ କରିବା ଲକ୍ଷ୍ୟ

ନୂଆଦିଲ୍ଲୀ: ସଂସଦରେ ଆଜିଠୁ ଫେବ୍ରୁଆରୀ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ପ୍ରଥମ ପର୍ଯ୍ୟାୟ ଅଧିବେଶନ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣରୁ ଆରମ୍ଭ ହୋଇଛି ସଂସଦର ବଜେଟ ଅଧିବେଶନ। ସଂସଦର ଉଭୟ ଗୃହର ମିଳିତ ଅଧିବେଶନରେ ରାଷ୍ଟ୍ରପତି ଅଭିଭାଷଣ ରଖିଛନ୍ତି। ସେହିପରି ଆଜି ଅର୍ଥ ମନ୍ତ୍ରୀ…