ଗାଁକୁ ଆମ୍ବୁଲାନ୍ସ ପହଞ୍ଚି ପାରିଲା ନାହିଁ; ଟ୍ରାକ୍ଟରରେ ସନ୍ତାନ ପ୍ରସବ କଲେ ମହିଳା
ଜୟପାଟଣା: ଆମ୍ବୁଲାନ୍ସ ଗାଁରେ ପହଞ୍ଚି ପାରିଲା ନାହିଁ । ଫଳରେ ଟ୍ରାକ୍ଟରରେ ଶିଶୁକନ୍ୟା ନେଲା ଜନ୍ମ । ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର-କଳାହାଣ୍ଡି ଜିଲ୍ଲା ସୀମାନ୍ତ ଜୟପାଟଣା ବ୍ଲକ ଅମଲାଭଟ୍ଟା ପଞ୍ଚାୟତ ଦାବିରିଘାଟି ଗାଁରେ।
ଗାଁର ଡୋମୁ ମାଝୀଙ୍କ ସ୍ତ୍ରୀ ଉର୍ମିଳା ମାଝୀଙ୍କ…