୩ ମାସ କଲବଲ କରିବ ଖରା, ରାତିରେ ମଧ୍ୟ ଗରମରୁ ମିଳିବନି ତ୍ରାହି
ଭୁବନେଶ୍ୱର: ଏଥର ରାଜ୍ୟରେ ପୁଣି କଲବଲ କରିବ ତାତି। ପ୍ରଚଣ୍ଡ ଗରମରୁ ମିଳିବନି ତ୍ରାହି। ଦେଶରେ ସ୍ବାଭାବିକଠାରୁ ଅଧିକ ତାତି ଅନୁଭୂତ ହେବ। ପ୍ରଚଣ୍ଡ ଗରମ ସାଙ୍ଗକୁ ଗୁଳୁଗୁଳି ଅନୁଭୂତ ହେବ। କେବଳ ଦିନ ନୁହେଁ ରାତିରେ ମଧ୍ୟ ଗରମରୁ ମିଳିବନି ତ୍ରାହି।
ମାର୍ଚ୍ଚରୁ ଆରମ୍ଭ ହୋଇ ମେ ଯାଏ ଏପରି…