ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଓଡ଼ିଶାର ୧୧ ଜିଲ୍ଲା ପାଇଁ ଏକ ସତର୍କ ସୂଚନା ଜାରି କରିଛି।ଯେଉଁଥିରେ ଘଡ଼ଘଡ଼ି ଏବଂ ବିଜୁଳି ସହିତ ହାଲୁକାରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି।
ସୂଚନା ଅନୁଯାୟୀ, ଆଗାମୀ ତିନି ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ,…