କଡ଼ାକଡ଼ି ହେବ ଉପକୂଳ ସୁରକ୍ଷା ବ୍ୟବସ୍ଥା, ଗଠନ ହେବ ତଟରକ୍ଷୀ ବାହିନୀ ସହିତ ସ୍ୱାଧୀନ ବୋର୍ଡ
ଭୁବନେଶ୍ୱର: ଓଡିଶା ପୋଲିସ ତଟରକ୍ଷକ ବଳ ସହ ମିଶି ଏକ ସ୍ବତନ୍ତ୍ର ବୋର୍ଡ ଗଠନ କରିବା ସହ ଅନେକ ନୂଆ ଉପାୟକୁ ଲାଗୁ କରି ତଟ ସୁରକ୍ଷାକୁ ଆହୁରି ସୁଦୃଢ କରିବା ପାଇଁ ପଦକ୍ଷେପ ନେଉଛି ।
ଏନେଇ ଆଜି ଭୁବନେଶ୍ୱର ସ୍ଥିତ ଡିଜିପି କ୍ୟାମ୍ପ କାର୍ଯ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ…