ରାଜଧାନୀରେ ଦୁର୍ଘଟଣା ଘଟାଇଲା ମୋ’ ବସ୍; ୩ ଗାଡ଼ି କ୍ଷତିଗ୍ରସ୍ତ, ୪ ଆହତ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ସିରିଜ୍ ଦୁର୍ଘଟଣା । ରାଜମହଲ-ମାଷ୍ଟରକ୍ୟାଣ୍ଟିନ ଛକ ମଝିରେ ରାସ୍ତାରେ ପଛକୁ ପଛ ପିଟି ହେଲା ମୋ ବସ୍ । ଏହି ମୋ ବସ୍ ଧକ୍କାରେ ୩ ଗାଡ଼ି କ୍ଷତିଗ୍ରସ୍ତ ହୋଇଥିବାବେଳେ ୪ ଜଣ ଆହତ ହୋଇଛନ୍ତି । ଆହତ ଯାତ୍ରୀମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।…