Congress: ରାଜ୍ୟ ସଭା ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଦେବ: ଭକ୍ତ ଦାସ
ଭୁବନେଶ୍ବର: ଆସନ୍ତା ଏପ୍ରିଲରେ ଖାଲି ହେଉଛି ୧୦ ରାଜ୍ୟର ୩୭ ଆସନ । ସେଥିମଧ୍ୟରୁ ଓଡ଼ିଶାର ୪ଟି ଆସନ ଖାଲି ହେବାକୁ ଯାଉଛି । ରାଜ୍ୟ ସଭା ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଦେବ । ଏନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ଭକ୍ତ କହିଛନ୍ତି, ହାର୍ ଜିତ୍କୁ ଭୟ ନାହିଁ,…