ପୂର୍ବତନ କ୍ରିକେଟର୍ ସୌରଭ ଗାଙ୍ଗୁଲିଙ୍କ କାର୍ ଦୁର୍ଘଟଣାଗ୍ରସ୍ତ
କୋଲକାତା: ପୂର୍ବତନ କ୍ରିକେଟର୍ ସୌରଭ ଗାଙ୍ଗୁଲିଙ୍କ କାର୍ ଦୁର୍ଘଟଣାଗ୍ରସ୍ତ। କୋଲକାତା ଦୁର୍ଗାପୁର ଏକ୍ସପ୍ରେସୱେ ଦାଦୁପୁର ନିକଟରେ ଦୁର୍ଘଟଣା ଘଟିଥିବା ସୂଚନା ରହିଛି। ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତିଗଲେ ସୌରଭ ଗାଙ୍ଗୁଲି। ଏକ ବିଶ୍ବବିଦ୍ୟାଳୟର କାର୍ଯ୍ୟକ୍ରମରେ ସାମିଲ ହୋଇ ଫେରୁଥିଲେ। ଏହି…