ଜଳିଗଲା ମହାପ୍ରଭୁ ଜଗନ୍ନାଥଙ୍କ ରଥ
ଯାଜପୁର: ଜଳିଗଲା ମହାପ୍ରଭୁ ଜଗନ୍ନାଥଙ୍କ ରଥ। ଯାଜପୁର ଜିଲ୍ଲା ସୁକିନ୍ଦା ଅଞ୍ଚଳରେ ଏହି ଅଘଟଣ ଘଟିଛି। ବାହାଘର ପ୍ରୋସେସନ୍ ବେଳେ ବାଣ ନିଆଁ ପଡ଼ି ଜଗନ୍ନାଥଙ୍କ ରଥରେ ଲାଗିଲା ନିଆଁ। ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଅଘଟଣ।
ସୂଚନା ମୁତାବକ ବହୁ ପୁରାତନ ସୁକିନ୍ଦା ଗଡ଼ ଜଗନ୍ନାଥ…