କିଟ୍ ଛାତ୍ରୀ ଆତ୍ମହତ୍ୟା ମାମଲା: ପହଞ୍ଚିଲେ ପରିବାର ଲୋକେ, ହେବ ମୃତ ଛାତ୍ରୀଙ୍କ ଶବ ବ୍ୟବଚ୍ଛେଦ
ଭୁବନେଶ୍ଵର: କିଟ୍ କଲେଜରେ ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ସାରା ରାଜ୍ୟରେ ପ୍ରବଳ ଉତ୍ତେଜନା । ସେହିପରି ନେପାଳୀ ଛାତ୍ରୀ ମୃତ୍ୟୁ ମାମଲାରେ ଆଜି ହେବ ମୃତ ଛାତ୍ରୀଙ୍କ ଶବ ବ୍ୟବଚ୍ଛେଦ। ଭୁବନେଶ୍ଵର ଏମ୍ସରେ ଶବ ବ୍ୟବଚ୍ଛେଦ କରାଯିବ। ଏହାରି ଭିତରେ ଭୁବନେଶ୍ଵରରେ ପହଞ୍ଚିଛନ୍ତି…