Latest Odisha News

BREAKING NEWS

ନିଜ ସ୍ମାର୍ଟଫୋନରେ ଭୂକମ୍ପ ଆଲର୍ଟ ଏହିପରି ଟର୍ନ୍ ଅନ୍ କରନ୍ତୁ…

ଭୁବନେଶ୍ବର:ଆଜି ଦିଲ୍ଲୀ ଏନସିଆର ଅଞ୍ଚଳରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ତୀବ୍ରତା ୪.୦ ରହିଥିଲା । ଦିଲ୍ଲୀ ସମେତ ଉତ୍ତରପ୍ରଦଦେଶ, ବିହାର ଓ ହରିୟାଣାରେ ମଧ୍ୟ ଭୂକମ୍ପ ଝଟକା ଲାଗିଥିଲା। କିନ୍ତୁ ଆପଣ ଜାଣିଛନ୍ତି କି,  ସ୍ମାର୍ଟଫୋନ୍ ୟୁଜରଙ୍କ ପାଇଁ ଗୁଗୁଲ ଭୂକମ୍ପ…

ଦିଲ୍ଲୀ ଷ୍ଟେସନରେ ଦଳାଚକଟା ଘଟଣା; ୨୬ ଯାଏଁ ମିଳିବନି ପ୍ଲାଟଫର୍ମ ଟିକେଟ

ନୂଆଦିଲ୍ଲୀ: ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭକୁ ଯିବା ପାଇଁ ଦିଲ୍ଲୀର ରେଳ ଷ୍ଟେସନଗୁଡ଼ିକରେ ପ୍ରବଳ ଭିଡ଼ ପରିଲିକ୍ଷିତ ହେଉଛି। ନିକଟରେ ନୂଆଦିଲ୍ଲୀ ରେଳ ଷ୍ଟେସନରେ ଦଳାଚକଟା ଘଟଣାରେ ୧୮ ଜଣଙ୍କର ମୃତ୍ୟୁ ହୋଇଥିଲା ବେଳେ ପ୍ରାୟ ୨୦ରୁ ୨୫ ଜଣ ଆହତ ହୋଇଥିଲେ। ସୂଚନା ଅନୁଯାୟୀ, ଏହି ଘଟଣା…

ରାଜ୍ୟରେ ଖାଲିପଡିଛି ଆଇଏଏସ୍ ଏବଂ ଆଇପିଏସ୍ ପଦବୀ

ଭୁବନେଶ୍ବର: ରାଜ୍ୟରେ ଆଇଏଏସ୍ ଏବଂ ଆଇପିଏସ୍ ଅଧିକାରୀଙ୍କ ମରୁଡି । ଖାଲି ପଡିଛି ପଦବୀ ୬୬ ଆଇଏଏସ୍ ପଦବୀ ଓ ୬୯ ଆଇପିଏସ୍ । ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନରେ ଆଜି ଗୃହରେ ଏହି ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟରେ ଏବେ ମୋଟ ୨୪୮ ଆଇଏଏସ୍ ମଧ୍ୟରୁ ୧୮୨ ଜଣ…

ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗ: ୮ ମାସରେ ୫୦ ସରକାରୀ ବାବୁଙ୍କ ନାଁରେ ମାମଲା

ଭୁବନେଶ୍ୱର: ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହୋଇଛି। ଜାରି ରହିଛି ବିଭିନ୍ନ ବିଭାଗର ପ୍ରଶ୍ନକାଳ। ଏହାରି ଭିତରେ ରାଜ୍ୟରେ ଦୁର୍ନୀତିକୁ ନେଇ ଗୃହରେ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ରାଜ୍ୟରେ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଧରିବାକୁ ଭିଜିଲାନ୍ସ ଚେଷ୍ଟା ଜାରି ରଖିଥିବା ବେଳେ,…

ରହସ୍ୟ ଉଜାଗର ହେଲା, ଭାରତ କାହିଁକି ନେଇଛି ୫ ସ୍ପିନର

ଦୁବାଇ: ଭାରତୀୟ କ୍ରିକେଟ ଟିମ ଏବେ ଚାମ୍ପିୟନ୍ସ ଟ୍ରଫି ଖେଳିବା ପାଇଁ ଦୁବାଇ ଗସ୍ତରେ ଯାଇଛି । ଅନ୍ୟ ଟିମ ତୁଳନାରେ ଭାରତ ତାର ଦଳରେ ୫ଜଣ ସ୍ପିନରଙ୍କୁ ନେଇ ଆଶ୍ଚର୍ଯ୍ୟଚକିତ କରିଦେଇଛି । ଏ ନେଇ ବିଭିନ୍ନ ମହଲରୁ ସମାଲୋଚନା କରାଯାଇଥିଲା । ଭାରତର ଚୟନ କମିଟି ମୂଖ୍ୟ ଅଜିତ ଅଗରକର, କୋଚ ଗୌତମ…

୮ ମାସରେ ୧୮ ହଜାର ମହିଳା ବିରୋଧୀ ଅପରାଧ, ବଢିଛି ଧର୍ତ୍ତବ୍ୟ ଅପରାଧ ହାର

ଭୁବନେଶ୍ବର: ରାଜ୍ୟରେ କମୁନି ମହିଳା ବିରୋଧୀ ଅପରାଧ । ଦିନକୁ ଦିନ ମହିଳା ବିରୋଧୀ ଶୋଷଣ ବଢିଚାଲିଥିବା ବେଳେ ଏନେଇ ଆଜି ଗୃହରେ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗତ ୮ ମାସରେ ୧୮ ହଜାର ୧ ମହିଳା ବିରୋଧୀ ଅପରାଧ ମାମଲା ରୁଜୁ ହୋଇଥିବା ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।…

ଫେବୃଆରୀ, ମାର୍ଚ୍ଚ ନା ଏପ୍ରିଲ ? କେଉଁ ମାସରେ ଆସିଥାଏ ଅଧିକ ଭୂକମ୍ପ

ନୂଆଦିଲ୍ଲୀ: ଦୁନିଆରେ ଶକ୍ତିଶାଳୀ ଭୂକମ୍ପ କେଉଁ ମାସରେ ଅନୁଭୂତ ହୋଇଥାଏ ? ଏହି ପ୍ରଶ୍ନ ଆପଣଙ୍କ ମନରେ ବି ଆସୁଥିବ ନିଶ୍ଚୟ। ନିକଟରେ ଆସିଥିବା ଏକ ରିପୋର୍ଟ ଏନେଇ ଖୁଲାସା କରିଛି। 8 ତୀବ୍ରତାରୁ ଅଧିକ ଝଟକା ଦେଉଥିବା ଭୂକମ୍ପକୁ ନେଇ ଏହି ରିପୋର୍ଟ ପ୍ରସ୍ତୁତ କରାଯାଇଛି। ପୂରା ବିଶ୍ୱରେ…

ପ୍ରତ୍ୟେକ ବ୍ଲକରେ ଗୋଟିଏ ଲେଖାଏଁ ଶୀତଳ ଭଣ୍ଡାର

ଭୁବନେଶ୍ବର: ପ୍ରତ୍ୟେକ ବ୍ଲକରେ ଖୁବଶୀଘ୍ର ଗୋଟିଏ ଲେଖାଏଁ ଶୀତଳ ଭଣ୍ଡାର ଖୋଲାଯିବ । ଏନେଇ ଆଜି ବିଧାନସଭାରେସୂଚନା ଦେଇଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ଏଥିସହିତ ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି, ଯେଉଁଠି ମଣ୍ଡି ବ୍ୟବସ୍ଥା ନାହିଁ ,ସେଠି ମଣ୍ଡି ବ୍ୟବସ୍ତା…

ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ବିବାଦ, ପାକିସ୍ତାନ ଷ୍ଟାଡିୟମରେ ଭାରତୀୟ ପତାକା ଉଡିଲାନି

ନୂଆଦିଲ୍ଲୀ: ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଆୟୋଜକ ହେଉଛି ପାକିସ୍ତାନ। କିନ୍ତୁ ସୁରକ୍ଷାକୁ ନଜରରେ ରଖି ପାକ୍ ଗସ୍ତ ଭାରତ ସରକାର ଟିମ୍ ଇଣ୍ଡିଆକୁ ଅନୁମତି ଦେଇନଥିଲେ। ଯାହା ଫଳରେ ହାଇବ୍ରିଡ୍ ମଡେଲ୍ ଆଧାରରେ ଆଇସିସି ଟୁର୍ଣ୍ଣାମେଣ୍ଟ ଆୟୋଜନ କରାଯାଇଥିଲା। ତେବେ ଏହାରି ମଧ୍ୟରେ ଲାହୋରର…

ପୁରୀ ରଥଯାତ୍ରା ପାଇଁ ଲାଗିବ ଏଆଇ କ୍ୟାମେରା

ଭୁବନେଶ୍ବର: ପୁରୀ ରଥଯାତ୍ରା ପାଇଁ ଲାଗିବ ଏଆଇ କ୍ୟାମେରା । ରଥଯାତ୍ରା ପାଇଁ ଟ୍ରାଫିକ୍ ଓ କ୍ରାଉଡ୍ ମ୍ୟାନେଜମେଣ୍ଟ ପାଇଁ ଏହି ଏଆଇ କ୍ୟାମେରା ଲାଗିବ । ଜାତୀୟ ରାଜପଥ ଓ ବଡ଼ଦାଣ୍ଡରେ ଏଆଇ କ୍ୟାମେରା ଲଗାଇବାକୁ ପ୍ରକ୍ରିୟା ଆରମ୍ଭ ହୋଇଥିବା ନେଇ ସୂଚନା ଦେିଛନ୍ତି ପୁରୀ ଏସ୍‌ପି । ତେବେ…