Diarrhea In Ravenshaw: ରେଭେନ୍ସା ଇଷ୍ଟ ହଷ୍ଟେଲରେ ଝାଡ଼ାବାନ୍ତି ଆତଙ୍କ: ୧୫ ଛାତ୍ର ଅସୁସ୍ଥ, ଏସ୍ସିବିରେ ଭର୍ତ୍ତି
କଟକ: ରେଭେନ୍ସା ବିଶ୍ଵବିଦ୍ୟାଳୟ ଇଷ୍ଟ ହଷ୍ଟେଲରେ ଝାଡ଼ାବାନ୍ତି ଆତଙ୍କ। ୧୫ରୁ ଉର୍ଦ୍ଧ୍ଵ ଛାତ୍ର ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଏସସିବି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସେମାନଙ୍କର ଚିକିତ୍ସା ଚାଲିଛି। ଏନେଇ ଖବର ପାଇବା ପରେ ଜିଲ୍ଲା ସ୍ଵାସ୍ଥ୍ୟ ବିଭାଗର ଏକ ଟିମ୍ ସ୍ଥିତି ଅନୁଧ୍ୟାନ ପାଇଁ…