ଉତ୍ତର ଓଡ଼ିଶାରେ ଘନୀଭୂତ ହେଉଛି ବନ୍ୟା ସ୍ଥିତି: ସୁବର୍ଣ୍ଣରେଖା ନଦୀର ଜଳସ୍ତର ବୃଦ୍ଧି, ଅନେକ ଗାଁରେ ପଶିଲା ପାଣି
ବାଲେଶ୍ୱର: ଲଗାଣ ବର୍ଷା ଓ ଉପରମୁଣ୍ଡରୁ ଆସୁଥିବା ବନ୍ୟା ଜଳ ଯୋଗୁଁ ଉତ୍ତର ଓଡ଼ିଶାର ପ୍ରମୁଖ ନଦୀ ସୁବର୍ଣ୍ଣରେଖାରେ ଏବେ ଭୟଙ୍କର ସ୍ଥିତି ସୃଷ୍ଟି ହୋଇଛି। ବାଲେଶ୍ୱର ଜିଲ୍ଲାରେ ସୁବର୍ଣ୍ଣରେଖା ନଦୀର ଜଳସ୍ତର ତୀବ୍ର ବେଗରେ ବୃଦ୍ଧି ପାଇ ବିପଦ ସଙ୍କେତ ପାଖାପାଖି ପହଞ୍ଚିଛି। ନଦୀରେ ଜଳସ୍ତର…