ଡରାଇଲାଣି ଖରା, ଏସଓପି ଜାରି କଲା ଗୃହ ଓ ନଗର ଉନ୍ନୟନ ବିଭାଗ
ଭୁବନେଶ୍ଵର: ଅସାଧାରଣ ବର୍ଷା ଏବଂ ଅନିୟମିତ ଜଳବାୟୁ ଯୋଗୁଁ ଗ୍ରୀଷ୍ମ ଋତୁରେ ତାପମାତ୍ରା ଅସ୍ୱାଭାବିକ ଭାବରେ ବୃଦ୍ଧି ପାଇବା ଆରମ୍ଭ କରିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଗୃହ ଓ ନଗର ଉନ୍ନୟନ ବିଭାଗ ତରଫରୁ ଏକ ଏସଓପି ଜାରି କରାଯାଇଛି । ଏହାକୁ କଡା କଡ଼ି ପାଳନ କରିବା ଏବଂ ସମସ୍ତ ପୌରାଞ୍ଚଳ…