Latest Odisha News

BREAKING NEWS

ଭିଜିଲାନ୍ସ ଜାଲରେ ଆକାଉଣ୍ଟାଣ୍ଟ, ଏକକାଳୀନ ୭ଟି ସ୍ଥାନରେ ରେଡ

କୋରାପୁଟ: ଭିଜିଲାନ୍ସ ଜାଲରେ ସରକାରୀ ବାବୁ। ଧରାପଡ଼ିଛନ୍ତି କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ଏଡିଇଓ (Accountant cum Data Entry Operator) ପାର୍ଥସାରଥୀ ବିଷୋୟୀ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମର ଚଢ଼ାଉ ଚାଲିଛି। କୋରାପୁଟ କୋଟପାଡ଼ ବ୍ଳକ ଆକାଉଣ୍ଟାଣ୍ଟ…

ଦୁଇ ଦିନିଆ ଆମେରିକା ଗସ୍ତରେ ମୋଦି: ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟି କରିବେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା

ୱାଶିଂଟନ: ଫ୍ରାନ୍ସ ଗସ୍ତ ସାରି ଆମେରିକାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। କିଛି ସମୟ ପୂର୍ବରୁ ୱାସିଟନ୍ ଡିସିରେ ପହଞ୍ଚିଛନ୍ତି ମୋଦି। ବିମାନବନ୍ଦରରେ ଭାରତୀୟ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା। ଆଜି ରାଷ୍ଟ୍ରପତି ଡୋନାଲ୍ଡ୍ ଟ୍ରମ୍ପଙ୍କ ସହ ଆଲୋଚନା କାର୍ଯ୍ୟକ୍ରମ ରହିଛି।…

ମୋବାଇଲ ଟର୍ଚ୍ଚରେ କେମୋ ଥେରାପି: ଅନ୍ଧାରରେ ଚାଲିଲା ଚିକିତ୍ସା

ସମ୍ବଲପୁର: ବୁର୍ଲା ଭୀମସାରରେ ଅନ୍ଧାରୀ ଚିକିତ୍ସା । କର୍କଟ ରୋଗ ବିଭାଗରେ ଆନ୍ଧାରରେ ଦିଆଗଲା କେମୋ । ୩ ଘଣ୍ଟା ଧରି ହୋଇଥିଲା ବିଦ୍ୟୁତ କାଟ୍ । ମୋବାଇଲ ଆଲୁଅରେ ରୋଗୀଙ୍କୁ ଦିଆଯାଇଥିଲା କେମୋ । କେମୋ ଚାଲିଥିବା ବେଳେ ପ୍ରାୟ ୩ ଘଣ୍ଟା କଟିଲା ଲାଇନ୍। ଫଳରେ ଅନ୍ଧାରରେ ବି ଚାଲିଲା…

କୋଲେଷ୍ଟ୍ରଲ୍ ନିୟନ୍ତ୍ରଣ ପାଇଁ ପିଅନ୍ତୁ ଏହି ସବୁ ଡ୍ରିଙ୍କସ୍

ସ୍ବାସ୍ଥ୍ୟ ପାଇଁ କୋଲେଷ୍ଟ୍ରଲ୍ କେତେ ଉପକାରୀ ତାହା ପ୍ରାୟ ସମସ୍ତଙ୍କୁ ଜଣା। କୋଲେଷ୍ଟ୍ରଲ୍ ମାତ୍ରା ମଧ୍ୟ ସନ୍ତୁଳିତ ରହିବା ଉଚିତ୍। କାରଣ ଉଚ୍ଚ କୋଲେଷ୍ଟ୍ରଲ୍ ଏବଂ ନିମ୍ନ କୋଲେଷ୍ଟ୍ରଲ୍ ଉଭୟ ସ୍ବାସ୍ଥ୍ୟ ପାଇଁ ହାନିକାରକ। ତେଣୁ ଭଲ କୋଲେଷ୍ଟ୍ରଲ ସହିତ ଖାଦ୍ୟ ଗ୍ରହଣ କରିବା ନିହାତି ଆବଶ୍ୟକ…

ବଜେଟ ଅଧିବେଶନ: ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ବିଧାନସଭା, ୩୦ ପ୍ଲାଟୁନ ପୋଲିସ ମୁତୟନ

ଭୁବନେଶ୍ୱର: ଆଜିଠୁ ବଜେଟ ଅଧିବେଶନ। ଏଥିପାଇଁ କମିଶନରେଟ ପୋଲିସ ପକ୍ଷରୁ କଡ଼ାକଡ଼ି କରାଯାଇଛି ସୁରକ୍ଷା ବ୍ୟବସ୍ଥା। ତ୍ରିସ୍ତରୀୟ ସୁରକ୍ଷା ବଳୟରେ ରହିବ ବିଧାନସଭା। ମୁତୟନ ହେବେ ୩୦ ପ୍ଲାଟୁନ ପୋଲିସ। ୭ଟି କ୍ୱିକ୍ ରିଆକ୍ସନ୍ ଟିମ୍ ମୁତୟନ ହେବ। ଏହା ସହିତ ବୋମା ନିଷ୍କ୍ରିୟକାରୀ ଦଳ, ଡଗ…

ଏଇଥି ପାଇଁ ଭକ୍ତ ହେଲେ ପିସିସି ସଭାପତି

ଭୁବନେଶ୍ବର: ରାଜ୍ୟ କଂଗ୍ରେସକୁ ମିଳିଲେ ନୂଆ ମୁଖିଆ। ରେସରେ ଅନେକ ନେତାଙ୍କ ନାଁ ଚର୍ଚ୍ଚା ହେଉଥିବା ବେଳେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଦାସଙ୍କ ନାଁରେ ମୋହର ମାରିଛନ୍ତି ହାଇକମାଣ୍ଡ। ପୂର୍ବତନ ବିଧାୟକ ମହମ୍ମଦ ମୋକିମ, ସାଂସଦ ସପ୍ତଗିରି ଉଲାକାଙ୍କ ଭଳି ନେତାଙ୍କ ନାଁ ରାଜ୍ୟ କଂଗ୍ରେସର…

ଉଚ୍ଚ ଯୋଗ୍ୟତା ସତ୍ତ୍ୱେ କାମ ନକରି ପତ୍ନୀ ଭରଣପୋଷଣ ଦାବି କରିପାରିବେ ନାହିଁ…

କଟକ: ବୁଧବାର ହାଇକୋର୍ଟ ଏକ ଛାଡପତ୍ର ମାମଲାର ଶୁଣାଣି କରି ଏକ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି । ହୋଇକୋର୍ଟ କହିଛନ୍ତି ଯେ, ଶିକ୍ଷିତ ପତ୍ନୀ ରୋଜଗାର ନ କରି ଭରଣପୋଷଣ ଦାବି କରିପାରିବେ ନାହିଁ । ଜଷ୍ଟିସ୍ ଗୌରୀଶଙ୍କର ଶତପଥୀ ଏହି ମାମଲାରେ ରାୟ ଶୁଣାଣି ବେଳେ କହିଥିଲେ ଯେ,…

ବୋଝ ହେଲେଣି…ଛୁଟକାରା ଦରକାର!

ନୂଆଦିଲ୍ଲୀ: ଦିନକୁ ଦିନ ଜଟିଳ ହେବାରେ ଲାଗିଛି ମହାରାଷ୍ଟ୍ର ରାଜନୀତି। ଦୁଇ ମାସ ତଳେ ହିଁ ମହାବିକାଶ ଅଘାଡିକୁ ହରାଇ କ୍ଷମତାକୁ ଆସିଛି ମହାୟୁତି। ମୁଖ୍ୟମନ୍ତ୍ରୀ ହୋଇଛନ୍ତି ବିଜେପି ନେତା ଦେବେନ୍ଦ୍ର ଫଡନାବିସ। ହେଲେ ପୂର୍ବରୁ ମୁଖ୍ୟମନ୍ତ୍ରୀ ରହିଥିବା ଏକନାଥ ସିନ୍ଦେ ବୋଧେ…

ନବ ଦାସ ହତ୍ୟା ମାମଲା: ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁତ୍ବର ସହ ଗ୍ରହଣ କରିଛନ୍ତି

କଟକ: ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ପ୍ରସଙ୍ଗ ନେଇ ଦାୟର ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁତର ସହ ନେଇ ଘଟଣା ସଂପର୍କିତ ଫୌଜଦାରୀ ମାମଲା ଓ ତଦନ୍ତର ସ୍ଥିତି ନେଇ ଅବଗତ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । କାର୍ଯ୍ୟକାରୀ…

ସୁଦୃଢ଼ ହେବ ୯୦ ଏଡ଼େଡ଼ କଲେଜର ଭିତ୍ତିଭୂମି, ଅନୁମୋଦନ ହେଲା ୧୦୪ କୋଟି

ଭୁବନେଶ୍ୱର: ରାଜ୍ୟର ୯୦ ଗୋଟି ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର (ଏଡ଼େଡ଼ କେଲଜ) ଭିତ୍ତିଭୂମି ବିକାଶ ପ୍ରକଳ୍ପ ନିମନ୍ତେ ସରକାରଙ୍କ ତରଫରୁ ୧୦୪ କୋଟି ଟଙ୍କା ଅର୍ଥରାଶି ଅନୁମୋଦନ କରାଯାଇଛି। ଏହି ପ୍ରକଳ୍ପରେ ରାଜ୍ୟର ୯୦ ଏଡ଼େଡ଼ କେଲଜର ଭିତ୍ତିଭୂମିକୁ ସୁଦୃଢ଼ କରିବା ନିମନ୍ତେ…