ଷ୍ଟିଲ ପ୍ଲାଣ୍ଟରେ ଅଘଟଣ; ୪ ମୃତ, ୨୫ରୁ ଅଧିକ ଶ୍ରମିକ ଦବିଥିବା ଆଶଙ୍କା
ରାୟପୁର: ଛତିଶଗଡ଼ର ମୁଙ୍ଗେଲି ଜିଲ୍ଲାରେ ଥିବା ଏକ ଷ୍ଟିଲ ପ୍ଲାଣ୍ଟରେ ଅଘଟଣ । ପ୍ଲାଣ୍ଟର ଚିମନୀ ଭୁଶୁଡ଼ି ପଡ଼ିବାରୁ ୪ ଜଣ ଶ୍ରମିକ ପ୍ରାଣ ହରାଇଛନ୍ତି । ୨ ଜଣଙ୍କୁ ଜୀବିତ ଅବସ୍ଥାରେ ଧ୍ୱଂସାବଶେଷ ତଳୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କିନ୍ତୁ ଏବେ ବି ଅନେକ ଶ୍ରମିକ ଭୁଶୁଡ଼ି…