ଦିଲ୍ଲୀ ବିମାନବନ୍ଦରରେ ଜଳିଗଲା ବସ୍
ନୂଆଦିଲ୍ଲୀ: ଦିଲ୍ଲୀ ବିମାନବନ୍ଦରରେ ଏକ ବସରେ ଅଗ୍ନିକାଣ୍ଡ ଘଟିଛି। ମଙ୍ଗଳବାର ଅପରାହ୍ନରେ ଟର୍ମିନାଲ ୩ରେ ଏୟାର ଇଣ୍ଡିଆର ଏକ ବସରେ ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।
ନିଆଁକୁ ଖୁବ୍ ଶୀଘ୍ର ନିୟନ୍ତ୍ରଣ…