Debrigarh Wildlife Sanctuary: ଦେବ୍ରିଗଡ ଅଭୟାରଣ୍ୟକୁ ଆସିବେ ଆଉ ଦୁଇ ବାଘ: ମନ୍ତ୍ରୀ
ଭୁବନେଶ୍ୱର: ଶିମିଳିପାଳ ପରେ ଏବେ ବରଗଡ଼ ଓ ସମ୍ବଲପୁର ଜିଲ୍ଲାକୁ ବ୍ୟାପିଥିବା ଦେବ୍ରିଗଡ ଅଭୟାରଣ୍ୟରେ ବୃଦ୍ଧି ହେବ ବାଘ ସଂଖ୍ୟା । ଅଭୟାରଣ୍ୟକୁ ଆସିବେ ୨ଟି ନୂଆ ବାଘ । ଏନେଇ ସୂଚନା ଦେଇଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଷରାମ ସିଂ ଖୁଣ୍ଟିଆ ।
ସେ କହିଛନ୍ତି ଯେ, ନ୍ୟାସନାଲ ଟାଇଗର…