ଇସ୍ରୋର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ଭି. ନାରାୟଣନ
ନୂଆଦିଲ୍ଲୀ: ଇସ୍ରୋର ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତ ହେଲେ ଭି. ନାରାୟଣନ । ଏସ. ସୋମନାଥଙ୍କ ସ୍ଥାନ ନେବେ ଭି. ନାରାୟଣନ । କେନ୍ଦ୍ର ସରକାରଙ୍କ କ୍ୟାବିନେଟ୍ ନିଯୁକ୍ତି କମିଟି ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ୧୪ ତାରିଖରେ ଇସ୍ରୋର ଅଧ୍ୟକ୍ଷ ଭାବରେ ଦାୟିତ୍ବ ଗ୍ରହଣ କରିବେ…