ପ୍ରବାସୀ ଭାରତୀୟ ଦିବସ ପାଇଁ ରାତି ୯ଟା ଯାଏଁ ଖୋଲା ରହିବ ରାଜ୍ୟ ସଂଗ୍ରହାଳୟ
ଭୁବନେଶ୍ୱର: ତିନି ଦିନିଆ ୧୮ ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ପାଇଁ ପ୍ରତ୍ୟେକ ଦିନ ରାତି ୯ ଟା ପର୍ଯ୍ୟନ୍ତ ଖୋଲା ରହିବ ଓଡ଼ିଶା ରାଜ୍ୟ ସଂଗ୍ରହାଳୟ।
ଏନେଇ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ କହିଛନ୍ତି ଯେ ରାଜ୍ୟ ସଂଗ୍ରହାଳୟ ସାଧାରଣତଃ ପ୍ରତିଦିନ ଅପରାହ୍ନ ୫.୩୦ ପର୍ଯ୍ୟନ୍ତ…