ସର୍ଚ୍ଚ ଅପରେସନ ବେଳେ ଲ୍ୟାଣ୍ଡମାଇନ ଆକ୍ରମଣ, ୩ ଯବାନ ଗୁରୁତର
ମାଲକାନଗିରି: ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲାରେ ପୁଣି ଦେଖ ଦେଇଛି ନକ୍ସଲ ହିଂସା। ଯବାନଙ୍କ ଗୁଳିର ସାମ୍ନା କରିନପାରି ନକ୍ସଲ ମୃତ୍ୟୁବରଣ ସହ ଲୁଚି ଛପି ପଳାୟନ କରୁଥିବା ସୂଚନା ମିଳିଛି। ଅନ୍ୟପଟେ ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରିବା ପାଇଁ ଜଙ୍ଗଲର ବିଭିନ୍ନ ସ୍ଥାନରେ ଲୁଚି ରହୁଛନ୍ତି…