ମାଲକାନଗିରିରେ ସଡ଼କ ଦୁର୍ଘଟଣା; ଗଛରେ ପିଟିହୋଇ ୨ ମୃତ
ମାଲକାନଗିରି: ମୋଟର ସାଇକେଲ ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ମାଲକାନଗିରି ଜିଲ୍ଲାର ପଡିଆ ଗ୍ରାମରେ।
ମିଳିଥିବା ସୂଚନା ଅନୁଯାୟୀ ଆଜି ଭୋର ସକାଳ ୩ରୁ ୪ ଭିତରେ ଏହି ଦୁର୍ଘଟଣା ଘଟିଥିବା ନେଇ କୁହାଯାଉଥିବା ବେଳେ ମୃତ ଯୁବକ ଦୁଇ ଜଣ ଗୋଟିଏ ଧଳା…