ଆଇଏମ୍ଏସ୍ ଆଣ୍ଡ ସମ୍ ହସ୍ପିଟାଲକୁ ଇଟି ନାଓ ଇଣ୍ଡଷ୍ଟ୍ରି ଆଇକନ୍ସ ସମ୍ମାନ
ଭୁବନେଶ୍ୱର: ଇଟି ନାଓ ଇଣ୍ଡଷ୍ଟ୍ରି ଆଇକନ୍ସ -୨୦୨୫ ଇଷ୍ଟ ଚାପ୍ଟରର ପ୍ରଥମ ସଂସ୍କରଣର ସମ୍ମାନ ପ୍ରଦାନ ଉତ୍ସବରେ ସମ୍ ଅଲ୍ଟିମେଟ୍ ମେଡିକେୟାରକୁ ମିଳିଛି ପୂର୍ବ ଭାରତର ଶ୍ରେଷ୍ଠ କର୍ପୋରେଟ ହସ୍ପିଟାଲ୍ ସମ୍ମାନ। କୋଲକାତା ଠାରେ ଗତ ଶୁକ୍ରବାର ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଟାଇମ୍ସ…