ଖୁବଶୀଘ୍ର ପରବର୍ତ୍ତନ ହେବ ବହୁ ରାଜସ୍ବ ନିୟମ
ଝାରସୁଗୁଡ଼ା: ଖୁବଶୀଘ୍ର ପରବର୍ତ୍ତନ ହେବ ବହୁ ରାଜସ୍ବ ନିୟମ। ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ରାଜ୍ୟରେ ରାଜସ୍ବ ସେବାର ବହୁ ନିୟମର ଖୁବଶୀଘ୍ର ସରକାର ପରବର୍ତ୍ତନ ଆଣିବେ। ସେଥିମଧ୍ୟରେ ଓଡ଼ିଶା ପ୍ରିଭେନସନ ଅଫ୍ ଲ୍ୟାଣ୍ଡ୍…