Latest Odisha News

ବଡ଼ ଧରଣର ଡ଼କାୟତି ଗ୍ୟାଙ୍ଗକୁ କାବୁ କଲା ପୋଲିସ, ୪୩୧ ଗ୍ରାମ ଗହଣା ଜବତ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଅମ୍ବାଦଳା ଥାନା ଅଧୀନସ୍ଥ ଅମ୍ଳଭଟ୍ଟା ଗ୍ରାମର ଏକ ସୁନା ଦୋକନରୁ ବଡ଼ ଧରଣର ଡ଼କାୟତି । ଉକ୍ତ ଚୋରି ଘଟଣାରେ ପୋଲିସ ଜଣେ ନାବାଳକ କୋର୍ଟରେ ହାଜର କରି ପରବର୍ତ୍ତୀ ସମୟରେ ବାଳ ସୁଧାର ଗୃହକୁ ପଠାଇଛି । ଏହି ଘଟଣାରେ ପୋଲିସ ୪୩୧ଗ୍ରାମ ସୁନା ଓ ଗୋଟିଏ ମୋଟରସାଇକେଲ…

ସପ୍ତମ ଓ ଅଷ୍ଟମ ଶ୍ରେଣୀର ୯ ଛାତ୍ରଙ୍କୁ ଯୁକ୍ତ ଦୁଇ ଛାତ୍ରଙ୍କ ରାଗିଂ ଅଭିଯୋଗ

ବଲାଙ୍ଗୀର: ପୁଣି ଛାତ୍ରଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ବଲାଙ୍ଗୀର ଜିଲ୍ଲା ପୁଇଁତଲା ଥାନା ଅନ୍ତର୍ଗତ ଡୁମ୍ବେରବାହାଲ ଗାଁରେ ଥିବା ଏକଲବ୍ୟ ଆବାସିକ ଆଦର୍ଶ ବିଦ୍ୟାଳୟରେ ଏହି ଘଟଣା ଘଟିଛି । ଏନେଇ ପୀଡ଼ିତ ଛାତ୍ରଙ୍କ ପରିବାର ପକ୍ଷରୁ ଥାନାରେ ଏତଲା ଦିଆଯାଇଛି । ଘଟଣାର…

ସାରା ବିଶ୍ୱରେ ବଢୁଛି ହିରୋର ଚାହିଦା; ମାସକରେ ଚାରି ଲକ୍ଷରୁ ଅଧିକ ବିକ୍ରି

ନୂଆଦିଲ୍ଲୀ: ଭାରତରେ ଦୁଇ ଚକିଆ ଯାନ ପାଇଁ ଏକ ଅଲଗା ଡିମାଣ୍ଡ ଦେଖିବାକୁ ମିଳିଥାଏ । ଦୁଇ ଚକିଆ ଉତ୍ପାଦନକାରୀ କମ୍ପାନୀ ହିରୋ ମୋଟୋକର୍ପ ଚଳିତ ବର୍ଷ ଏକ ସାନଦାର ସେଲ୍ ଆରମ୍ଭ କରିଛି । ଜାନୁଆରୀ ୨୦୨୫ରେ କମ୍ପାନୀ ସମୁଦାୟ ୪ ଲକ୍ଷ ୪୨ ହଜାର ୮୭୩ ୟୁନିଟ୍ ବିକ୍ରି କରିଛି । ଗତ ବର୍ଷ ତୁଳନାରେ…

ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ଓ କମେଡି ପ୍ରଦର୍ଶନ କଲେ ବୁଲିବ ଠେଙ୍ଗା

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ଆରମ୍ଭ ହେଉଛି ଖଣ୍ଡଗିରିରେ ମାଘସପ୍ତମୀ ମେଳା। ହେଲେ ଏହି ଯାତ୍ରାରେ ଯେପରି କୌଣସି ଅଶ୍ଳୀଳ ନୃତ୍ୟ ନକରାଯିବ ସେନେଇ କୋଠର ବିରୋଧ କରାଯାଉଛି। ଏହି ପରିପ୍ରେକ୍ଷୀରେ ମା' ବାରଭୂଜାଙ୍କ ପାଖରେ ହେଲା ଠେଙ୍ଗା ପୂଜା। ଏକାମ୍ର ବିଧାୟକ ବାବୁ ସିଂ ଓ ତାଙ୍କ ସହଯୋଗୀ…

ବଲାଙ୍ଗିରରେ ଅସୁସ୍ଥ ବାଳକର ତୁରନ୍ତ ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ବଲାଙ୍ଗିର: ଚିକିତ୍ସା ସହାୟତା ଲାଗି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସିଥିବା ବାଳକକୁ ମେଡିକାଲ ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଉକ୍ତ ୧୨ ବର୍ଷର ବାଳକ ଜଣକ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସି ମେଡିକାଲ ସହାୟତା ପାଇଁ ଗୁହାରି କରିଥିଲେ। ତାଙ୍କ ସହ ଆଲୋଚନା ପରେ…

ପୁଣି ପଣ୍ଡ ହେଲା ମାଓବାଦୀଙ୍କ ବଡ଼ ଯୋଜନା, ୨୫ କିଲୋ ଓଜନର ଆଇଇଡି ଠାବ

ମାଲକାନଗିରି: ଓଡିଶା ସୀମାନ୍ତ ଛତିଶଗଡ ବିଜାପୁରରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ନକ୍ସଲଙ୍କ ଯୋଜନା ପୁଣି ଥରେ ପଣ୍ଡ କଲେ ଯବାନ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍ କରି ରାସ୍ତାରେ ଲ୍ୟାଣ୍ଡମାଇନ ବିଛାଇଥିଲା ମାଓବାଦୀ ସଂଗଠନ। ଯାହାକୁ କାବୁ କରିବାରେ ସଫଳ ହୋଇଥିଲେ ଯବାନ।…

ମହାକୁମ୍ଭରେ ଆକାଶ ମାର୍ଗରୁ ଫୁଲ ବର୍ଷା, ଦେଖନ୍ତୁ ଭିଡିଓ… 

ପ୍ରୟାଗରାଜ: ମହାକୁମ୍ଭ ୨୦୨୫ର ଅନ୍ତିମ ଅମୃତ ସ୍ନାନ ତଥା ବସନ୍ତ ପଞ୍ଚମୀ ଅବସରରେ ସଙ୍ଗମ କୂଳରେ ବୁଡ଼ ପକାଇବାକୁ ଲକ୍ଷ ଲକ୍ଷ ଭକ୍ତଙ୍କ ଭିଡ଼ ଜମିଥିଲା। ଏହି ଅବସରରେ ଶ୍ରଦ୍ଧାଳୁଙ୍କ ଉପରେ ହେଲିକପ୍ଟରରୁ ଫୁଲ ବର୍ଷା କରାଯାଇଥିଲା। ଆଖଡ଼ାମାନେ ସେମାନଙ୍କର ଅମୃତ ସ୍ନାନ ଜାରି ରଖିଥିବା…

ହାଇପ୍ରୋଫାଇଲ ଠକ ହଂସିତା ଓ ଅନିଲକୁ ଝାରପଡ଼ା ଜେଲରେ ଜେରା କରୁଛି ଆୟକର ବିଭାଗ

ଭୁବନେଶ୍ୱର: ହାଇପ୍ରୋଫାଇଲ ଠକ ଯୋଡ଼ି ହଂସିତା ଅଭିଲିପ୍ସା ଓ ତାଙ୍କ ସାଥୀ ଅନିଲ କୁମାର ମହାନ୍ତି ଏବେ ଝାରପଡା ଜେଲରେ ଦିନ କାଟୁଛନ୍ତି । ସୋମବାର ଆୟକର ବିଭାଗର ଦୁଇଟି ଟିମ୍‌ ଝାରପଡ଼ା ଜେଲରେ ପହଞ୍ଚି ଉଭୟଙ୍କୁ ପଚରାଉଚରା ଆରମ୍ଭ କରିଛି । ଏହି ପଚରାଉଚରା ପରେ ହାଇପ୍ରୋଫାଇଲ ଠକ ଯୋଡ଼ିଙ୍କ…

ବିବାହ ମଣ୍ଡପରେ ମାତିଛନ୍ତି ଲୁଟେରା, ନେଇଗଲେ ଗିଫ୍ଟ ଓ ଲକ୍ଷାଧିକ ଟଙ୍କା

ଭୁବନେଶ୍ୱର: ବିବାହ ମଣ୍ଡପରେ ମାତିଛନ୍ତି ଲୁଟେରା। ଭୁବନେଶ୍ୱରର ଏକ ହୋଟେଲରେ ବିବାହ ଉତ୍ସବ ଚାଲିଥିବା ବେଳେ ଅତିଥି ବେଶରେ ଆସି ଦୁର୍ବୃତ୍ତମାନେ ସୁନା ଅଳଙ୍କାର ସହ ବିପୁଳ ପରିମାଣର ନଗଦ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, ରବିବାର ସନ୍ଧ୍ୟାରେ ମୈତ୍ରୀ ବିହାର…

ଖଣ୍ଡଗିରି ଯାତ୍ରାରେ ଅଶ୍ଲୀଳ ନୃତ୍ୟ ବନ୍ଦ ପାଇଁ ବିଏମସିର କଡା ଚେତାବନୀ

ଭୁବନେଶ୍ୱର: ଆସନ୍ତାକାଲି ଠାରୁ ଆରମ୍ଭ ହେଉଛି ଖଣ୍ଡଗିରିରେ ମାଘସପ୍ତମୀ ମେଳା । ମେଳା ପୂର୍ବରୁ ଆଜି ଖଣ୍ଡଗିରିରେ ବିଏମସି କମିଶନର ସମୀକ୍ଷା କରିଛନ୍ତି । ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟକୁ ନେଇ କଡା ତାଗିଦ କଲେ ବିଏମସି କମିଶନର । ଐତିହାସିକ ପରମ୍ପରା ମର୍ଯ୍ୟାଦା ଭିତରେ ଯାତ୍ରା…